ଏକ୍ସକ୍ଲୁସିଭ ଗଣେଶ ଚତୁର୍ଥୀ ଅଫର

ଭୁବନେଶ୍ୱର,୧୭।୯: ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଗ୍ରଣୀ କମ୍ପାନୀ ରିଲାଏନ୍ସ ଡିଜିଟାଲ ପକ୍ଷରୁ ଆକର୍ଷଣୀୟ ଏବଂ ଏକ୍ସକ୍ଲୁସିଭ ଗଣେଶ ଚତୁର୍ଥୀ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୩ ସେପ୍ଟେମ୍ବର ୧୬ରୁ ୧୯ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ଶନିବାରରୁ ଆରମ୍ଭ ହୋଇଥିବା ଏହି ଅଫର ଗଣେଶ ଚତୁର୍ଥୀ ପର୍ଯ୍ୟନ୍ତ ଉପଲବ୍ଧ। ଏହି ସ୍ବଳ୍ପ ଅବଧି ମଧ୍ୟରେ ଗ୍ରାହକମାନେ ଆକର୍ଷଣୀୟ ରିହାତି ସହ ପ୍ରଥମ ୧୦୦ ଗ୍ରାହକଙ୍କୁ ୫୦୦୦ ଟଙ୍କାର ବିଶେଷ ରିହାତି ଦିଆଯାଉଛି। ସେହିଭଳି ଦେଶର ସମସ୍ତ ବ୍ୟାଙ୍କର କାର୍ଡ ଉପରେ ୧୦% ପର୍ଯ୍ୟନ୍ତ ରିହାତି ଯୋଗାଇ ଦିଆଯାଉଛି। ଉଲ୍ଲେଖଯୋଗ୍ୟ, ଏହି ଅଫର ରିଲାଏନ୍ସ ଡିଜିଟାଲ ଷ୍ଟୋର, ମାଇ ଜିଓ ଷ୍ଟୋର ଏବଂ ରିଲାଏନ୍ସ ଡିଜିଟାଲ ଡଟ୍‌ ଇନ୍‌ରେ ମଧ୍ୟ ଉପଲବ୍ଧ। ଅପରପକ୍ଷରେ ଏହି ଅବଧି ମଧ୍ୟରେ ଗ୍ରାହକଙ୍କୁ ଆକର୍ଷଣୀୟ ଅଫର ସହ ଡେଲିଭରି ଏବଂ ସ୍ଥାପନ (ଇନ୍‌ଷ୍ଟାଲେଶନ) ସୁବିଧା ମଧ୍ୟ ଷ୍ଟୋର ପକ୍ଷରୁ ଯୋଗାଇ ଦିଆଯାଉଛି। ସେହିଭଳି ଷ୍ଟାର ଓ ଅନ୍ୟାନ୍ୟ ପ୍ଲାଟ୍‌ଫର୍ମରେ ସମସ୍ତ ବ୍ରାଣ୍ଡ୍‌ ଓ ବ୍ରାଣ୍ଡେଡ୍‌ କମ୍ପାନୀର ସାମଗ୍ରୀ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲା ଧରମଭାଇ-ଭଉଣୀ ଗ୍ୟାଙ୍ଗ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କମିଶନରେଟ ପୋଲିସକୁ ଚକ୍‌ମା ଦେଖାଇ ରାଜଧାନୀରେ ଉତ୍ପାତ କରୁଥିଲେ ଜଣେ ଲେଡି ଲୁଟେରା। ଗ୍ୟାଙ୍ଗ୍‌ ଗଢ଼ି ସହରରେ ଲୁଟ୍‌ପାଟ କରୁଥିଲେ। ଧରମ ଭାଇ-ଭଉଣୀ...

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ବେସାହାରା ହେଲେ ଦୁଇ ପରିବାର

କୋକସରା,୨୫ା୬(ଡି.ଏନ୍‌.ଏ.): ଲଗାଣ ବର୍ଷାରେ ଦୁଇ ପରିବାରର ମାଟିଘର ଭାଙ୍ଗିଯାଇଛି। ଫଳରେ ଏବେ ଅସହାୟ ଅବସ୍ଥାରେ ସରକାରୀ ସହାୟତା ଲୋଡୁଛନ୍ତି ବିପନ୍ନ ପରିବାର। କଳାହାଣ୍ଡି ଜିଲା କୋକସରା...

ଲୁକ୍କାୟିତ ସ୍ତରରୁ ବିକାଶ ପଥରେ

ସମବେଦନା ନୁହେଁ, ସମାନତାର ଲଢ଼େଇ। ସମାଜରେ ଭିନ୍ନ ଏକ ଶବ୍ଦରୁ ବାହାରକୁ ଆସିବାର ଚେଷ୍ଟା। ନିଜ ପାଇଁ ଅଧିକାର ସୃଷ୍ଟି କରିବାର ପ୍ରୟାସ। ସହିବାକୁ ପଡ଼ିଛି,...

ପିଏମ୍‌-କେୟାର୍ସ ପାଣ୍ଠିକୁ ୧୫୧ କୋଟି ଦେବ ରେଲଓ୍ବେ

ନୂଆଦିଲ୍ଲୀ,୩୦ା୩(ପି.ଟି.): କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଗଠନ କରିଥିବା ପିଏମ୍‌-କେୟାର୍ସ ପାଣ୍ଠିକୁ ରେଲଓ୍ବେ ୧୫୧ କୋଟି ଟଙ୍କା ଦାନ କରିବ। ରେଳମନ୍ତ୍ରୀ ପୀୟୂଷ ଗୋୟଲ ରବିବାର...

ଯଶଓ୍ବନ୍ତଙ୍କୁ ଭୋଟ ଦେବ କଂଗ୍ରେସ

ଭୁବନେଶ୍ବର, ୧୭।୭(ବ୍ୟୁରୋ): ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ ରାଜ୍ୟ କଂଗ୍ରେସ ପକ୍ଷରୁ ସମସ୍ତ ବିଧାୟକ ଏବଂ ଏମ୍‌ପି ଭୋଟ ଦେବେ। ଏନେଇ ଶନିବାର ପ୍ରଦେଶ କଂଗ୍ରେସ...

ଟିକା ଅଭାବରୁ ସ୍ବତନ୍ତ୍ର ଟିକାକରଣ ବନ୍ଦ

ଭୁବନେଶ୍ୱର, ୩୧ା୫ (ବ୍ୟୁରୋ):ସ୍ବାସ୍ଥ୍ୟ ବିଭାଗ ଯେଉଁ ଆଶଙ୍କା କରୁଥିଲା ଶେଷରେ ସେୟା ହିଁ ହେବାକୁ ଯାଉଛି। ଟିକା ଅଭାବରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ...

ଭାରତର ୧୦ ଧନୀ ରାଜ୍ୟ

ସବୁଠାରୁ ବଡ଼ ଗଣତନ୍ତ୍ର ରାଷ୍ଟ୍ର ଭାବେ ଭାରତ ବେଶ୍‌ ଜଣାଶୁଣା। କ୍ଷେତ୍ରଫଳ ଆଧାରରେ ବିଶ୍ୱର ସବୁଠାରୁ ବଡ଼ ଦେଶ ମଧ୍ୟରେ ୭ମ ସ୍ଥାନରେ ରହିଛି ଭାରତ।...

ହାଟରୁ ଫେରିଲା ବେଳେ ମହିଳାଙ୍କୁ ବଳାତ୍କାର

ଯୋଡ଼ା,୩୦।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ଝାଡ଼ଖଣ୍ଡ ସୀମାନ୍ତରେ ହାଟରୁ ଫେରୁଥିବା ସମୟରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି।...

Advertisement
Archives

Model This Week