ମାଲାବାରର ସ୍ବତନ୍ତ୍ର ଅଳଙ୍କାର ପ୍ରଦର୍ଶନୀ

ଭୁବନେଶ୍ୱର, ୧।୬ (ଅଭୟ ଦାଶ): ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡ୍‌ସର ଚନ୍ଦ୍ରଶେଖରପୁରସ୍ଥିତ ଏକ୍ସକ୍ଲୁସିଭ ଆଉଟ୍‌ଲେଟ ପରିସରରେ ଏକ ୧୦ ଦିନିଆ ସ୍ବତନ୍ତ୍ର ଅଳଙ୍କାର ପ୍ରଦର୍ଶନୀ ବୁଧବାରଠାରୁ ଆରମ୍ଭ ହୋଇଯାଇଛି। ଏପରିକି ମାଲାବାରର ପ୍ରିମିୟମ ଅଳଙ୍କାର ‘ଏରା ଆଣ୍ଡ ପ୍ରେସିଆ ଜୁଏଲେରି ଫେଷ୍ଟିଭାଲ’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଡା. ସାଇପ୍ରସନ୍ନା ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶୋ’ରୁମ୍‌ର ବରିଷ୍ଠ ଅଧିକାରୀ ଏମ୍‌ଡି ଫାଜିଲ,ସିଦ୍ଧେଶ୍ୱର ରଥଙ୍କ ସମେତ ଶୋ’ରୁମ୍‌ କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଏହି ଫେଷ୍ଟିଭାଲ ୨୦୨୪ ଜୁନ୍‌ ୯ ପର୍ଯ୍ୟନ୍ତ ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡ୍‌ସର ଚନ୍ଦ୍ରଶେଖରପୁର ଷ୍ଟୋରରେ ଉପଲବ୍ଧ। ସେହିଭଳି ଏହି ଫେଷ୍ଟିଭାଲ ଅବସରରେ ଗ୍ରାହକ ମାଲାବାରର ଭିନ୍ନ ଭିନ୍ନ ଡିଜାଇନ ଓ ବ୍ରାଣ୍ଡେଡ୍‌ ଅଳଙ୍କାର ସାଙ୍ଗକୁ ସୁନା ଅଳଙ୍କାର, ଅନ୍‌କଟ୍‌ ଡାଇମଣ୍ଡ ଏବଂ ମୂଲ୍ୟବାନ୍‌ ରତ୍ନପଥରର ବ୍ୟାପକ ସମ୍ଭାର ଦେଖିବାକୁ ପାଇପାରିବେ। ଏପରିକି ଉପରୋକ୍ତ ଗହଣା ଉଭୟ ପ୍ରଦର୍ଶନ ଓ ବିକ୍ରୟ ପାଇଁ ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ନିଶା ମହାରଣାଙ୍କୁ ମିଳିଲା ଜାମିନ, ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ ପରେ…

ବଲାଙ୍ଗୀର, ୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚନ୍ଦନଭାଟି ଗାଁର ଏକ ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାକୁ ନେଇ କିଛି…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

୧୫ରେ ମହାଶିବରାତ୍ରୀ ପାଳନ ନେଇ କୌଣସି ଦନ୍ଦ୍ୱ ନାହିଁ: ଲିଙ୍ଗରାଜ ମନ୍ଦିର ସୁପରଭାଇଜର

ଭୁବନେଶ୍ୱର,୧୦।୨: ଆସନ୍ତା ୧୫ରେ ପାଳନ ହେବ ମହାଶିବରାତ୍ରି। ଏଥିରେ କୌଣସି ଦନ୍ଦ୍ୱ ନାହିଁ ବୋଲି ସୂଚନା ଦେଇଛନ୍ତି ଲିଙ୍ଗରାଜ ମନ୍ଦିର ସୁପରଭାଇଜର। ଯେଉଁ ଦିନ ଚତୁର୍ଦ୍ଦଶୀରେ ବେଢ଼ା…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri