ସୋନି ଇଣ୍ଡିଆ ପକ୍ଷରୁ ପାର୍ବଣ ଅଫର

ନୂଆଦିଲ୍ଲୀ,୩୦।୯:ଚଳିତ ବର୍ଷର ପାର୍ବଣ ଉପଲକ୍ଷେ ସୋନି ଇଣ୍ଡିଆ ପକ୍ଷରୁ ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସୋନି ଇଣ୍ଡିଆର ଟିଭି, ହୋମ୍‌ ଥିଏଟର, ସାଉଣ୍ଡବାର୍‌, କ୍ୟାମେରା ଏବଂ ଲେନ୍ସଗୁଡିକ ଉପରେ କିଛି ସ୍ବତନ୍ତ୍ର ଅଫର ମଧ୍ୟ ରହିଛି। ଚଳିତ ଦୁର୍ଗାପୂଜାକୁ ସ୍ମରଣୀୟ କରିବା ପାଇଁ ଗ୍ରାହକମାନଙ୍କ ନିମନ୍ତେ କମ୍ପାନୀ ବାଧ୍ୟତାମୂଳକ ଅଫର ଏବଂ ସହଜ ଫାଇନାନ୍ସ ଯୋଜନାଗୁଡିକର ଶୁଭାରମ୍ଭ କରିଛି। ଏ ସମ୍ପର୍କରେ ସୋନି ଇଣ୍ଡିଆର ସେଲ୍ସ ବିଭାଗର ମୁଖ୍ୟ ସତୀଶ ପଦ୍ମନାଭନ୍‌ କହିଛନ୍ତି, ପ୍ରତି ବର୍ଷ ଦୁର୍ଗାପୂଜାରେ ଆମେ ଆମର ଉତ୍ପାଦର ଚାହିଦାକୁ ନେଇ ଏକ ବଡ଼ ବୃଦ୍ଧି ଦେଖୁ। କାରଣ ଗ୍ରାହକମାନେ ଅତ୍ୟାଧୁନିକ ତଥା ଅଭିନବ ଟେକ୍ନୋଲୋଜି ସହ ନିଜ ଘରକୁ ଅପ୍‌ଗ୍ରେଡ୍‌ କରିବାକୁ ପସନ୍ଦ କରିଥାନ୍ତି। ବିଶେଷକରି ବ୍ରାଭିଆ ଏଫ୍‌ୱାଇ୨୨ ଟେଲିଭିଜନ୍‌ ମୂଲ୍ୟରେ ଗୁଗଲ୍‌ ଟିଭି ୟୁଜର ସୁବିଧା ରହିଛି, ଯାହା ଏକ ଭିନ୍ନ ମନୋରଞ୍ଜନର ମାଧ୍ୟମ । ଏହି ପରିପ୍ରେକ୍ଷୀରେ ସୋନିର ଏକ୍ସଆର୍‌ କଗ୍ନିଟିଭ୍‌ ପ୍ରୋସେସର, ଡଲ୍‌ବି ଭିଜନ୍‌, ଡଲ୍‌ବି ଆଟମୋସ୍‌, ବ୍ରାଭିଆ କ୍ୟାମ୍‌ ଓ ବ୍ରାଭିଆ କୋର୍‌ ଭଳି ଅତ୍ୟାଧୁନିକ ଓଲେଡ୍‌ ସିରିଜ୍‌ ଏ୮୦କେ ଏବଂ ଏ୯୫କେକୁ ଉନ୍ନତ ଟେକ୍ନୋଲୋଜିର ବଜାର ପ୍ରବେଶ କରାଇଛି। ସେହିଭଳି ବ୍ରାଭିଆ ଟେଲିଭିଜନ୍‌ରେ ୩ବର୍ଷର ବିସ୍ତୃତ ୱାରେଣ୍ଟି ପ୍ରଦାନ କରାଯିବା ସହ ସହଜ ଫାଇନାନ୍ସ ଅଫର ଯେପରିକି ଗୋଟିଏ ଇଏମ୍‌ଆଇ ମାଗଣା ଅଫର ଓ ୨୫,୦୦୦ ଟଙ୍କା ପର୍ଯ୍ୟନ୍ତ ଆକର୍ଷଣୀୟ କ୍ୟାଶ୍‌ବ୍ୟାକ୍‌ ଅଫର ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri