କଟକରେ ଅଜନ୍ତାର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୦।୨ (ଅଭୟ ଦାଶ): ଅଜନ୍ତା ଶୁଜ୍‌ସ (ଇଣ୍ଡିଆ) ପ୍ରାଇଭେଟ୍‌ ଲିମିଟେଡ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ କଟକର ବକ୍ସିବଜାରସ୍ଥିତ ବାରପଥରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମିଶନରେଟ ପୋଲିସର କଟକ ଜୋନ୍‌-୨ ଏସିପି ଅମିତାଭ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଜନ୍ତା ଶୁଜ୍‌ସର ଡିଜିଏମ୍‌ (ସେଲ୍‌ସ) ତଥାଗତ ଦାସଗୁପ୍ତା, ମାର୍କେଟିଂ ହେଡ୍‌ ବିଶ୍ୱପ୍ରିୟ ନନ୍ଦୀ ଏବଂ ଆର୍‌ଏମ୍‌ ଓଡ଼ିଶା ସୁବାସ ପଣ୍ଡା ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ୮୫୦ବର୍ଗଫୁଟ ପରିବ୍ୟାପ୍ତ ସ୍ଥାନରେ କମ୍ପାନୀର ବ୍ରାଣ୍ଡ ଷ୍ଟୋର ଅଜନ୍ତା ଫୁଟ୍‌ କେୟାର ରାଜ୍ୟର ୨ୟ ପ୍ରିମିୟମ ଷ୍ଟୋର ହୋଇଥିଲାବେଳେ ଇଣ୍ଟ ଇଣ୍ଡିଆରେ ଏହା ୧୫୧ତମ ଷ୍ଟୋର ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ସେହିଭଳି ଏଠାରେ ବ୍ରାଣ୍ଡ୍‌ର ସମସ୍ତ ଉତ୍ପାଦ ସହ ଇମ୍ପାକ୍ଟ ସ୍ପୋର୍ଟ ଶୁଜ୍‌ସର ବ୍ୟାପକ ସମ୍ଭାର ଉପଲବ୍ଧ। ଅପରପକ୍ଷରେ ଗ୍ରାହକଙ୍କ ଚାହିଦା ପୂରଣକୁ ପ୍ରାଥମିକତା ଦେବା ସହ ଗୁଣାତ୍ମକ ସେବା ଓ ଉତ୍ପାଦ ଯୋଗାଇବାକୁ କମ୍ପାନୀ ଲକ୍ଷ୍ୟ ରଖିଛି ବୋଲି ଷ୍ଟୋର ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri