ଭୁବନେଶ୍ୱରରେ ବିଏସ୍‌ଏଚ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୪।୨: ବିଏସ୍‌ଏଚ୍‌ ହୋମ୍‌ ଆପ୍ଲାଏନ୍ସ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶୁକ୍ରବାର ଭୁବନେଶ୍ୱରର ପୁରୀ ବାଇପାସ୍‌ ରୋଡ୍‌ରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଜିରକନ୍‌-ଟେକ୍‌ ଆନୁକୂଲ୍ୟରେ କମ୍ପାନୀର ପ୍ରଥମ ବୋସ୍‌ ଆଣ୍ଡ ସିମେନ୍ସ ବ୍ରାଣ୍ଡ୍‌ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ବିଏସ୍‌ଏଚ୍‌ ହୋମ୍‌ ଆପ୍ଲାଏନ୍ସ ଇଣ୍ଡିଆର ଏମ୍‌ଡି ତଥା ସିଇଓ ସୈଫ୍‌ ଖାନ୍‌ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଏସ୍‌ଏଚ୍‌ ହୋମ୍‌ ଆପ୍ଲାଏନ୍ସ ଇଣ୍ଡିଆର ଆଞ୍ଚଳିକ ମୁଖ୍ୟ (ଇଷ୍ଟ) ରାଜ୍ୟ ବର୍ଦ୍ଧନ ମିଶ୍ର, ଡିଲର ପାର୍ଟନର ସନ୍ତୋଷ ବେହେରା ଓ ଅନ୍ୟମାନେ ଉପସ୍ଥିତ ଥିଲେ। ସେହିଭଳି ୨୦୦୦ବର୍ଗ ଫୁଟ ପରିବ୍ୟାପ୍ତ ସ୍ଥାନରେ ଉଭୟ ବୋସ୍‌ ଆଣ୍ଡ ସିମେନ୍ସର ବ୍ୟାପକ ଶୃଙ୍ଖଳାର ଉତ୍ପାଦ ଉପଲବ୍ଧ ରହିଛି, ଯାହା ଭୁବନେଶ୍ୱରର ଗ୍ରାହକଙ୍କ କ୍ରମବର୍ଦ୍ଧିଷ୍ଣୁ ଆବଶ୍ୟକତା ଏବଂ ଆକାଂକ୍ଷାକୁ ପୂରଣକରି କାର୍ଯ୍ୟକ୍ଷମତା, ଡିଜାଇନ ଏବଂ ଶକ୍ତି ଦକ୍ଷତାର ଶୀର୍ଷକୁ ପ୍ରତିଫଳିତ କରିଥାଏ। ଏ ସମ୍ପର୍କରେ ବିଏସ୍‌ଏଚ୍‌ ହୋମ୍‌ ଆପ୍ଲାଏନ୍ସ ଇଣ୍ଡିଆର ଏମ୍‌ଡି ତଥା ସିଇଓ ସୈଫ ଖାନ୍‌ କହିଛନ୍ତି, ବୋସ୍‌ ଏବଂ ସିମେନ୍ସର ପ୍ରଥମ ବ୍ରାଣ୍ଡ୍‌ ଷ୍ଟୋରର ଶୁଭାରମ୍ଭ କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମେ ସ୍ଥାନୀୟ ଖୁଚୁରା ଅଂଶୀଦାରମାନଙ୍କ ସହିତ ଅର୍ଥପୂର୍ଣ୍ଣ ସହଯୋଗର ପ୍ରୟାସରେ ବ୍ରାଣ୍ଡର ପ୍ରିମିୟମ ଉତ୍ପାଦର ଅଫରଗୁଡ଼ିକୁ ଅଧିକ ସୁଲଭ କରିବାକୁ ଲକ୍ଷ୍ୟ ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?