ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଏକ୍ସକ୍ଲୁସିଭ ଆଉଟଲେଟ୍‌

ଭୁବନେଶ୍ୱର,୧୩।୫: ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଏକ୍ସକ୍ଲୁସିଭ ଆଉଟଲେଟ ସୋମବାର ଝାରସୁଗୁଡ଼ାର ବେହେରାମାଲ ରୋଡ୍‌ ରାଧାମାଧବ ମନ୍ଦିର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଡାଇରେକ୍ଟର ରାଜେଶ କୁମାର ଗୁପ୍ତା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ଗୁପ୍ତା ପରିବାର ସଦସ୍ୟଙ୍କ ସମେତ ଶୋ’ରୁମ୍‌ କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ସେହିଭଳି ଏହି ଉଦଘାଟନୀ ଅବସରରେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ ପକ୍ଷରୁ ମେଗା ସେଲ୍‌ ଅଫର ସମ୍ପର୍କରେ ଘୋଷଣା କରାଯାଇଥିଲା। ଏ ସମ୍ପର୍କରେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଡାଇରେକ୍ଟର ରାଜେଶ ଗୁପ୍ତା କହିଛନ୍ତି, ଝାରସୁଗୁଡାରେ ଏହି ମେଗା ଶୋରୁମ୍‌କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏହି ଅଞ୍ଚଳରେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ଉପସ୍ଥିତି ନିଶ୍ଚିତ ଭାବେ ଏକ ମାଇଲଖୁଣ୍ଟ ହେବ। ଗ୍ରାହକମାନେ ଏହି ଆକର୍ଷଣୀୟ ଅଫରଗୁଡିକୁ ଆଗ୍ରହର ସହିତ ଗ୍ରହଣ କରିବେ, କାରଣ ଆଜିର ଡିଜିଟାଲ ଯୁଗରେ ଗ୍ରାହକ ସର୍ବଦା ଚାହେଁ କମ୍‌ ଦାମ ଏବଂ ସର୍ବନିମ୍ନ ମୂଲ୍ୟଯୁକ୍ତ ସହଜ କିସ୍ତିରେ ନିଜର ପ୍ରଡକ୍ଟ କିଣିବା, ଯାହାକୁ ବଜାଜ ଫାଇନାନ୍ସ, ଆଇଡିଏଫସି, ଏଚଡିଏଫସି ଏବଂ ଏଚଡିବି ଭଳି ଫାଇନାନ୍ସର ମାନେ ସହଜ କର ଦେଇିଛନ୍ତି। ସହଜରେ ରଣ କରାଇବା ସହିତ କ୍ରେଡିଟ୍‌ କାର୍ଡ ମାଧ୍ୟମରେ ଆକର୍ଷଣୀୟ କ୍ୟାଶବ୍ୟାକ ଅଫର ଆଦି ଗ୍ରାହକମାନଙ୍କ ପାଇଁ ବର୍ତ୍ତମାନ ବିଶେଷ ସୁଯୋଗ ଆଣିଦେଇଛି, ବିନା ସୁଧରେ ସହଜ ଏବଂ କମ୍‌ ମୂଲ୍ୟର କିସ୍ତି ସହିତ ୨ଟା କିସ୍ତି ପର୍ଯ୍ୟନ୍ତ ଫ୍ରି ଅଫର ପ୍ରଦାନ କରାଯାଉଛି। ଏତଦ୍‌ ବ୍ୟତୀତ ସର୍ବନିମ୍ନ ମୂଲ୍ୟରେ ୫ବର୍ଷର ଅତିରିକ୍ତ ଓା୍ବରେଣ୍ଟି ଆମ ନିଜସ୍ବ କମ୍ପାନୀ ପକ୍ଷରୁ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri