ରାଜସୁନାଖଳାରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୩।୧୧: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ‘ଟ୍ରେଣ୍ଡ୍‌ସ’ର ଆଉ ଏକ ଷ୍ଟୋର ଓଡ଼ିଶା ବଜାରରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ନିକଟରେ ନୟାଗଡ଼ ଜିଲା ରାଜସୁନାଖଳାଠାରେ ‘ଟ୍ରେଣ୍ଡ୍‌ସ’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ (ଷ୍ଟୋର) ର ଶୁଭାରମ୍ଭ କରାଯାଇଛି। ୬୪୦୦ ବର୍ଗଫୁଟ ପରିମିତି ସ୍ଥାନରେ ଗଢ଼ି ଉଠିଥିବା ଏହି ଷ୍ଟୋର୍‌ ପକ୍ଷରୁ ଗ୍ରାହକମାନଙ୍କ ପାଇଁ ସ୍ବତନ୍ତ୍ର ଉଦ୍‌ଘାଟନୀ ଅଫର ସହ ଆକର୍ଷଣୀୟ ଅଫର ରହିଛି। ୩୯୯୯ଟଙ୍କାର କିଣାକିଣି କରି ୨୪୯ ଟଙ୍କାର ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ଟଙ୍କା ମୂଲ୍ୟର କୁପନ୍‌ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ। ସେହିଭଳି ଏହି ଷ୍ଟୋରର ମଡର୍ନ ଲୁକ୍‌ ଏବଂ ପରିବେଶ ସହ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ରାଜସୁନାଖଳା ତଥା ଏହାର ନିକଟବର୍ତ୍ତୀ ଅଞ୍ଚଳର ଗ୍ରାହକମାନେ ବର୍ତ୍ତମାନ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ବତନ୍ତ୍ର ମୂଲ୍ୟ ସହ ଚମତ୍କାର କିଣାକିଣିର ଅନୁଭୂତି ପାଇପାରିବେ। ଉଲ୍ଲେଖଯୋଗ୍ୟ, ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖୀ କରି ଫ୍ୟାଶନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ଼ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର-୧, ଟିୟର-୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଞ୍ଚିଛି ଓ ଭାରତର ପସନ୍ଦଯୋଗ୍ୟ ଫ୍ୟାଶନ ଶପିଂ ଡେଷ୍ଟିନେଶନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?