କଟକରେ ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଷ୍ଟୋର

କଟକ,୮ା୧୦ଚଳିତ ବର୍ଷର ପାର୍ବଣ ଅବସରରେ ଚାନ୍ଦି ଭଣ୍ଡାର ପକ୍ଷରୁ ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର କଟକ ସହର(କଟକ)ରେ ଶୁଭାରମ୍ଭ କରାଯାଇଛି। ବିଶେଷକରି କଟକବାସୀଙ୍କ ପାଇଁ ଆମର ଆକର୍ଷଣୀୟ ଏବଂ ମନଲୋଭା ଡିଜାଇନର ସମ୍ଭାରକୁ ପ୍ରଦର୍ଶନ ଓ ବିକ୍ରୟ ପାଇଁ ଆଣିଥିବାରୁ ଆମେ ଗର୍ବ ଅନୁଭବ କରୁଛୁ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଉକ୍ତ ଷ୍ଟୋରରେ ଜଟିଳ କାରିଗରି ଓ ଦକ୍ଷ କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ଅତି ମନଲୋଭା ଗହଣାର ସମ୍ଭାର ଏଠାରେ ଉପଲବ୍ଧ ରହିଛି। ଏପରିକି ପ୍ରିମିୟମ ରୁପା ଉପହାର ସାମଗ୍ରୀ, ସିଲ୍‌ଭର ଆଣ୍ଟିକ୍‌ ଏବଂ ଆହୁରି ଅନେକ କିଛି ଉକ୍ତ ଷ୍ଟୋରରେ ଉପଲବ୍ଧ। ସେହିଭଳି ଏ ସବୁ ଡିଜାଇନ ସହ ଚଳିତ ପାର୍ବଣ ପାଳନ କରିବା ପାଇଁ ଷ୍ଟୋର ପକ୍ଷରୁ କୁହାଯାଇଛି। ଏହି ମୁହୂର୍ତ୍ତକୁ ସ୍ବତନ୍ତ୍ର କରିବାକୁ ଯାଇ ଷ୍ଟୋର ପକ୍ଷରୁ ବିଶେଷ ପୂଜା ଅଫର ମଧ୍ୟ ପ୍ରଦାନ କରାଯାଉଛି। ଏହା ଅନ୍ତର୍ଗତ ଗ୍ରାହକ ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୫୦%ର ରିହାତି ପାଇପାରିବେ। ଏହି ଅଫର ଅକ୍ଟୋବର ୨୫ ପର୍ଯ୍ୟନ୍ତ ବୈଧ ରହିଛି। ଏହି ପରିପ୍ରେକ୍ଷୀରେ ଚାନ୍ଦି ଭଣ୍ଡାର ପକ୍ଷରୁ ସୂଚନା ଦିଆଯାଇଛି ଯେ, ବ୍ରାଣ୍ଡ୍‌ର ୫ମ ଷ୍ଟୋରକୁ ରୌପ୍ୟ ସହର କଟକରେ ଉଦ୍‌ଘାଟନ କରି ଆମେ ବହୁତ ଖୁସି ଅଛୁ। ଏଠାରେ ରୁପା ଗହଣାର ଭଳିକି ଭଳି ସମ୍ଭାର ସାଙ୍ଗକୁ ଗ୍ରାହକଙ୍କୁ ସେମାନଙ୍କ ଅର୍ଥର ପ୍ରକୃତ ମୂଲ୍ୟ ଚାନ୍ଦି ଭଣ୍ଡାର ପ୍ରଦାନ କରିଥାଏ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri