କଟକରେ ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଷ୍ଟୋର

କଟକ,୮ା୧୦ଚଳିତ ବର୍ଷର ପାର୍ବଣ ଅବସରରେ ଚାନ୍ଦି ଭଣ୍ଡାର ପକ୍ଷରୁ ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର କଟକ ସହର(କଟକ)ରେ ଶୁଭାରମ୍ଭ କରାଯାଇଛି। ବିଶେଷକରି କଟକବାସୀଙ୍କ ପାଇଁ ଆମର ଆକର୍ଷଣୀୟ ଏବଂ ମନଲୋଭା ଡିଜାଇନର ସମ୍ଭାରକୁ ପ୍ରଦର୍ଶନ ଓ ବିକ୍ରୟ ପାଇଁ ଆଣିଥିବାରୁ ଆମେ ଗର୍ବ ଅନୁଭବ କରୁଛୁ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଉକ୍ତ ଷ୍ଟୋରରେ ଜଟିଳ କାରିଗରି ଓ ଦକ୍ଷ କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ଅତି ମନଲୋଭା ଗହଣାର ସମ୍ଭାର ଏଠାରେ ଉପଲବ୍ଧ ରହିଛି। ଏପରିକି ପ୍ରିମିୟମ ରୁପା ଉପହାର ସାମଗ୍ରୀ, ସିଲ୍‌ଭର ଆଣ୍ଟିକ୍‌ ଏବଂ ଆହୁରି ଅନେକ କିଛି ଉକ୍ତ ଷ୍ଟୋରରେ ଉପଲବ୍ଧ। ସେହିଭଳି ଏ ସବୁ ଡିଜାଇନ ସହ ଚଳିତ ପାର୍ବଣ ପାଳନ କରିବା ପାଇଁ ଷ୍ଟୋର ପକ୍ଷରୁ କୁହାଯାଇଛି। ଏହି ମୁହୂର୍ତ୍ତକୁ ସ୍ବତନ୍ତ୍ର କରିବାକୁ ଯାଇ ଷ୍ଟୋର ପକ୍ଷରୁ ବିଶେଷ ପୂଜା ଅଫର ମଧ୍ୟ ପ୍ରଦାନ କରାଯାଉଛି। ଏହା ଅନ୍ତର୍ଗତ ଗ୍ରାହକ ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୫୦%ର ରିହାତି ପାଇପାରିବେ। ଏହି ଅଫର ଅକ୍ଟୋବର ୨୫ ପର୍ଯ୍ୟନ୍ତ ବୈଧ ରହିଛି। ଏହି ପରିପ୍ରେକ୍ଷୀରେ ଚାନ୍ଦି ଭଣ୍ଡାର ପକ୍ଷରୁ ସୂଚନା ଦିଆଯାଇଛି ଯେ, ବ୍ରାଣ୍ଡ୍‌ର ୫ମ ଷ୍ଟୋରକୁ ରୌପ୍ୟ ସହର କଟକରେ ଉଦ୍‌ଘାଟନ କରି ଆମେ ବହୁତ ଖୁସି ଅଛୁ। ଏଠାରେ ରୁପା ଗହଣାର ଭଳିକି ଭଳି ସମ୍ଭାର ସାଙ୍ଗକୁ ଗ୍ରାହକଙ୍କୁ ସେମାନଙ୍କ ଅର୍ଥର ପ୍ରକୃତ ମୂଲ୍ୟ ଚାନ୍ଦି ଭଣ୍ଡାର ପ୍ରଦାନ କରିଥାଏ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?