ବ୍ରହ୍ମପୁର ବଡ଼ବଜାରରେ ‘ଟ୍ରେଣ୍ଡସ୍‌’ର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୧୨।୧: ରିଲାଏନ୍ସ ରିଟେଲର ପୋଷାକ ଏବଂ ଆସେସୋରିଜ୍‌ ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡସ’ର ଆଉ ଏକ ଏକ୍ସକ୍ଳୁସିଭ ଷ୍ଟୋର ନିକଟରେ ବ୍ରହ୍ମପୁର ବଡ଼ବଜାରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ୭୮୦୦ବର୍ଗ ଫୁଟ୍‌ ପରିମିତ ସ୍ଥାନରେ ଗଢ଼ି ଉଠିଥିବା ଏହି ଅତ୍ୟାଧୁନିକ ଷ୍ଟୋରରେ ଗ୍ରାହକଙ୍କ ପାଇଁ ସ୍ବତନ୍ତ୍ର ଉଦ୍‌ଘାଟନୀ ଅଫର ରହିଛି। ଏପରିକି ଗ୍ରାହକମାନେ ୩୯୯୯ ଟଙ୍କାର କିଣାକିଣି ଉପରେ ୩୯୯୯ଟଙ୍କା ମୂଲ୍ୟର ସାମଗ୍ରୀ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କ୍ରୟ ଉପରେ ଗ୍ରାହକମାନେ ୪୦୦୦ ଟଙ୍କାର କୁପନ ମଧ୍ୟ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ସେହିଭଳି ବ୍ରହ୍ମପୁରର ବଡ଼ବଜାର ସ୍ଥିତ ଟ୍ରେଣ୍ଡସ୍‌ ଷ୍ଟୋରରେ ଅତ୍ୟାଧୁନିକ ରୂପ ସହ କିଣାକିଣି ବେଳେ ଗ୍ରାହକମାନେ ଯେଭଳି ଉତ୍ତମ ପରିବେଶର ଅନୁଭୂତି ପାଇବେ, ତାହା ଉପରେ ମଧ୍ୟ ବିଶେଷ ଧ୍ୟାନ ଦିଆଯାଇଛି। ଏଠାରେ ଜିଲାବାସୀ ଓ ସ୍ଥାନୀୟ ଅଞ୍ଚଳର ଗ୍ରାହକଙ୍କ ମଧ୍ୟରେ ପ୍ରାସଙ୍ଗିକ ଥିବା ଆକର୍ଷଣୀୟ ରେଞ୍ଜର ଉତ୍ତମ ପୋଷାକ ଗୁଣାତ୍ମକ ଓ ଫ୍ୟାଶନଯୁକ୍ତ ସାମଗ୍ରୀ ବିକ୍ରି ପାଇଁ ଉପଲବ୍ଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri