ବ୍ରହ୍ମପୁର ବଡ଼ବଜାରରେ ‘ଟ୍ରେଣ୍ଡସ୍‌’ର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୧୨।୧: ରିଲାଏନ୍ସ ରିଟେଲର ପୋଷାକ ଏବଂ ଆସେସୋରିଜ୍‌ ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡସ’ର ଆଉ ଏକ ଏକ୍ସକ୍ଳୁସିଭ ଷ୍ଟୋର ନିକଟରେ ବ୍ରହ୍ମପୁର ବଡ଼ବଜାରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ୭୮୦୦ବର୍ଗ ଫୁଟ୍‌ ପରିମିତ ସ୍ଥାନରେ ଗଢ଼ି ଉଠିଥିବା ଏହି ଅତ୍ୟାଧୁନିକ ଷ୍ଟୋରରେ ଗ୍ରାହକଙ୍କ ପାଇଁ ସ୍ବତନ୍ତ୍ର ଉଦ୍‌ଘାଟନୀ ଅଫର ରହିଛି। ଏପରିକି ଗ୍ରାହକମାନେ ୩୯୯୯ ଟଙ୍କାର କିଣାକିଣି ଉପରେ ୩୯୯୯ଟଙ୍କା ମୂଲ୍ୟର ସାମଗ୍ରୀ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କ୍ରୟ ଉପରେ ଗ୍ରାହକମାନେ ୪୦୦୦ ଟଙ୍କାର କୁପନ ମଧ୍ୟ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ସେହିଭଳି ବ୍ରହ୍ମପୁରର ବଡ଼ବଜାର ସ୍ଥିତ ଟ୍ରେଣ୍ଡସ୍‌ ଷ୍ଟୋରରେ ଅତ୍ୟାଧୁନିକ ରୂପ ସହ କିଣାକିଣି ବେଳେ ଗ୍ରାହକମାନେ ଯେଭଳି ଉତ୍ତମ ପରିବେଶର ଅନୁଭୂତି ପାଇବେ, ତାହା ଉପରେ ମଧ୍ୟ ବିଶେଷ ଧ୍ୟାନ ଦିଆଯାଇଛି। ଏଠାରେ ଜିଲାବାସୀ ଓ ସ୍ଥାନୀୟ ଅଞ୍ଚଳର ଗ୍ରାହକଙ୍କ ମଧ୍ୟରେ ପ୍ରାସଙ୍ଗିକ ଥିବା ଆକର୍ଷଣୀୟ ରେଞ୍ଜର ଉତ୍ତମ ପୋଷାକ ଗୁଣାତ୍ମକ ଓ ଫ୍ୟାଶନଯୁକ୍ତ ସାମଗ୍ରୀ ବିକ୍ରି ପାଇଁ ଉପଲବ୍ଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?