ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ: ୪ଟି ସ୍ଥାନରେ ଏକକାଳୀନ ଚଢାଉ

କେସିଙ୍ଗା/ଭବାନୀପାଟଣା,୨୮।୧୨(ସ୍ବ.ପ୍ର.): ଭିଜିଲାନ୍ସ ହାତରେ ଧରା ପଡିଲେ କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ସମୀର ଠାକୁର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ଭବାନୀପାଟଣା ମହାବୀରପଡ଼ାରେ ଥିବା ବାସଭବନ ଓ ପୌରପାଳିକା କାର୍ଯ୍ୟାଳୟ, ଇରିଗେଶନ କଲୋନୀରେ ଥିବା ୨ ମହଲା ଘର, ମାରଓ୍ବାଡିପଡା ସ୍ଥିତ ସମ୍ପର୍କୀୟ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି। ସମୀର ଠାକୁର ଦୀର୍ଘ ୧୦ ବର୍ଷରୁ ଉର୍ଦ୍ଧ ସମୟ ଧରି ଭବାନୀପାଟଣା ପୌରପାଳିକାରେ କାର୍ଯ୍ୟରତ ରହିଥିବା ବେଳେ ଆଜି ଭିଜିଲାନ୍ସ ବିଭାଗ ହାବୁଡ଼ରେ ପଡିଛନ୍ତି। ଭିଜିଲାନ୍ସ ବିଭାଗରର ୫ ଡିଏସ୍‌ପି, ୬ ଇନ୍ସପେକ୍ଟର ଏହି ଚଢାଉରେ ସାମିଲ ହୋଇଛନ୍ତି। ଚଢାଉରେ ବିପୁଳ ପରିମାଣର ସମ୍ପତ୍ତି ଠାବ ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ନିରନ୍ତର ବିଦ୍ୟୁତ୍‌ ସେବା

ରସୁଲପୁର,୩ା୬(ଡି.ଏନ.ଏ.): କୁଆଖିଆ ବିଦ୍ୟୁତ୍‌ ସେକ୍ସନ ଅଧୀନ ଉପଭୋକ୍ତାଙ୍କୁ ନିରନ୍ତର ବିଦ୍ୟୁତ୍‌ ସେବା ମିଳୁନାହିଁ। ବିଦ୍ୟୁତ୍‌ ମରାମତି ଓ ସରବରାହ ଦାୟିତ୍ୱରେ ଥିବା ଟାଟା ପାୱାର କମ୍ପାନୀ...

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ୯ ଗିରଫ, ୫ ବାଇକ୍‌ ଜବତ

ଦିଗପହଣ୍ଡି,୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ମନୋଜ ବେହେରା, ହିମାଂଶୁ ପାଣିଗ୍ରାହୀ, ଚନ୍ଦ୍ର ଶେଖର ଦୋରା, କୁନା...

କୁଆଲାଲମ୍ପୁରରୁ ଫେରିଲେ ୩୧ ପ୍ରବାସୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ବନ୍ଦେ ଭାରତ ମିଶନରେ ପ୍ରବାସୀ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ପ୍ରକ୍ରିୟା ଜାରି ରହିଥିବାବେଳେ ଶୁକ୍ରବାର ରାତିରେ କୁଆଲାଲମ୍ପୁରରୁ ଏୟାର ଇଣ୍ଡିଆର ଏକ ବିମାନ...

ଡ୍ରେନ୍‌ରେ ପଶିଗଲା କାର୍‌

ଗଞ୍ଜାମ,୨୦ା୧୨(ଡି.ଏନ୍‌.ଏ.): ଗଞ୍ଜାମ ସହରର ମୁଖ୍ୟ ଡ୍ରେନ୍‌ରେ ସୋମବାର ଗୋଟିଏ କାର୍‌ ପଶି ଯାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି l ଏହି କାର୍‌ରେ ତିନି ମହିଳା ଓ...

ଚାବି ପଏଣ୍ଟ ଉପରେ ପ୍ଲେଟ ଦେବାକୁ ଦାବି

ରାଇଘର,୨୫।୪(ଡି.ଏନ୍‌.ଏ.)-ନବରଙ୍ଗପୁର ଜିଲା ରାଇଘର ବ୍ଲକ ସଦର ମହକୁମାରେ ପାନୀୟ ଜଳ ଯୋଗାଣ ତରଫରୁ ସପ୍ଲାଇ କରାଯାଉଥିବା ପାଣି ଚାବି ପଏଣ୍ଟ ଉପରେ ପ୍ଲେଟ ଦେବାକୁ ଦାବି...

ଜୁଲାଇ ୧୬ ପର୍ଯ୍ୟନ୍ତ ଆଂଶିକ ଲକ୍‌ଡାଉନ୍‌, ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ବନ୍ଦ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ ହ୍ରାସ ପାଉଥିବାରୁ ଅନଲକ୍‌ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ରଣନୀତି ଆପଣାଇଥିଲେ। ରାଜ୍ୟର ସମସ୍ତ ଜିଲାକୁ ୨ ଭାଗରେ...

ସରକାରଙ୍କ ନିର୍ଦ୍ଦେଶକୁ ଉଲ୍ଲଂଘନ: ଖୋଲା ଥିବା ସ୍କୁଲ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ, ଗଠନ ହେଲା ସ୍କ୍ବାଡ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଓଡ଼ିଶାରେ କରୋନା ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୩୧ ମାର୍ଚ୍ଚ ଯାଏ ସମସ୍ତ ସରକାରୀ ତଥା ବେସରକାରୀ ସ୍କୁଲ ଏବଂ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନକୁ...

ପୁଣି ରାଜଧାନୀରେ ଆଉ ୭ ଅଞ୍ଚଳ କଣ୍ଟେନ୍‌ମେଣ୍ଟ ଘୋଷଣା

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଛି। ଏହା ଦିନକୁ ଦିନ ଚିନ୍ତା ବଢାଉଥିବା ବେଳେ ଦୈନିକ ପଜିଟିଭ୍‌ ସଂଖ୍ୟା ବଢିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର...

Advertisement
Archives

Model This Week