ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

କଟକ ଅଫିସ,୧୬।୩: ଭିଜିଲାନ୍ସ ଜାଲରେ କଟକ ଡ୍ରେନେଜ୍‌ ଡିଭିଜନ ନିର୍ବାହୀ ଯନ୍ତ୍ରୀ ମନୋଜ ବେହେରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସହ ୪ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। କଟକ, ଭୁବନେଶ୍ୱରର ୪ଟି ସ୍ଥାନରେ ଚଢାଉ ଚାଲିଛି। କଟକ ମହାନଦୀ ବିହାର ଘରୁ ୨ଲକ୍ଷ ୬୦ ହଜାର ଟଙ୍କା ଏବଂ ଅଧକିଲୋ ସୁନା ଜବତ ହୋଇଥିବା ଜଣାପଡିଛି। ତେବେ ମହାନଦୀ ବିହାର ଘରର ମୂଲ୍ୟ ୨ କୋଟି ୨୪ ଲକ୍ଷ ଟଙ୍କା ବୋଲି ଆକଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି: ୪ଟି ସ୍ଥାନରେ ଚାଲିଛି ରେଡ୍‌

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଲେ ଜଗତସିଂହପୁର ଜିଲାପାଳ କାର୍ଯ୍ୟାଳୟର ବରିଷ୍ଠ କିରାଣି ସଂଯୁକ୍ତା ଦାଶ। ସଂଯୁକ୍ତାଙ୍କ ଘର ସମେତ...

ଆଜି ରାଜ୍ୟରେ ସୁସ୍ଥ ହେଲେ ୬୧୦୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୨(ବ୍ୟୁରୋ): ରାଜ୍ୟରେ ଦୈନିକ କୋଭିଡ୍‌ ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ମଧ୍ୟ ବୃଦ୍ଧିପାଉଛି। ଶୁକ୍ରବାର ରାଜ୍ୟରେ ୬୧୦୯ ଜଣ କରୋନା ଆକ୍ରାନ୍ତ...

ବଢୁଛି ବିଦ୍ୟୁତ୍‌ ବିଭାଗର ମନମାନି

ନୟାଗଡ଼ ଅଫିସ,୧୧।୪: ଟାଟା ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରେ ଗ୍ରାହକଙ୍କ ଉପରେ ଅତ୍ୟଧିକ ବିଦ୍ୟୁତ୍‌ ବିଲ୍‌ ଲଦି ଦିଆଯାଉଥିବା ଅଭିଯୋଗ ଆସୁଛି। ଏହି ମନମାନି...

ଲଟେରି ଉଠିଲେ ମିଳୁଛି ପାଣି

ଛତ୍ରପୁର,୧୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହରରେ ପାନୀୟ ଜଳ ଅଭାବ ଦେଖାଦେଇଛି। ବିଶୁଦ୍ଧ ପାଣି ଟୋପାଏ ପାଇଁ ଏଠାରେ ଲଟେରି ପକାଇବାକୁ ପଡୁଛି। ଭାଗ୍ୟ...

୩ ଘଣ୍ଟା ଉଡିଲା ପାଉଁଶ

କଣିହାଁ, ୨୮ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରେ ଗୁରୁବାର ଅପରାହ୍ନରେ ୩ ଘଣ୍ଟା ଧରି ଏନ୍‌ଟିପିସି ପ୍ରକଳ୍ପରୁ ପ୍ରବଳ ମାତ୍ରାରେ ପାଉଁଶ ଉଡିଥିଲା। ଏଥିଯୋଗୁ...

ଆଜି ରାଜ୍ୟରୁ ୧୦,୪୮୯ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦,୪୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୪,୪୦୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଆଜି ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଗୁରୁବାର ୬୦୦ ତଳେ ଥିବା ବେଳେ ଆଜି ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

ଦୁର୍ଦ୍ଦିନରେ ଟସର ବୁଣାକାର

ବାଲେଶ୍ୱର ଅଫିସ, ୧୩।୮-ଟସରରେ ପ୍ରସ୍ତୁତ ଧୋତି, ଶାଢ଼ି, ଯୋଡ଼, ସ୍କାର୍ଫ, ଉତ୍ତରୀୟ, ଶାର୍ଟ କପଡ଼ା, ଚାଦର ଆଦି ତିଆରି କରି ଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି...

Advertisement
Archives

Model This Week