ବିଏମ୍‌ସିର ବିନା ଅନୁମତିରେ ଚାଲିଥିଲା ପ୍ରଦର୍ଶନୀ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ବିଏମ୍‌ସିର ବିନା ଅନୁମତିରେ ଆୟୋଜନ ହେଉଥିଲା ପ୍ରଦର୍ଶନୀ । ଏନେଇ ଜୟଦେବ ବିହାର ସ୍ଥିତ ତିରୁମାଳା ତିରୁପତି ଦେବସ୍ଥାନମ୍‌ କଲ୍ୟାଣ ମଣ୍ଡପକୁ ବିଏମ୍‌୍‌ସି ପକ୍ଷରୁ ସିଲ୍‌ କରାଯାଇଛି। ସମ୍ପୃକ୍ତ ମଣ୍ଡପରେ ସିଲ୍‌ ଇଣ୍ଡିଆ ପକ୍ଷରୁ ବସ୍ତ୍ର ପ୍ରଦର୍ଶନୀ ଆୟୋଜନ କରାଯାଉଥିଲା। ଏହି ସମ୍ପର୍କରେ ସୂଚନା ପାଇ ବିଏମ୍‌ସି ପକ୍ଷରୁ କାର୍ଯ୍ୟାନୁଷ୍ଟାନ ଗ୍ରହଣ କରାଯାଇଛି। ଏପରିକି ପ୍ରଦର୍ଶନୀ ପାଇଁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ମଧ୍ୟ ଅନୁମତି ନିଆଯାଇ ନ ଥିଲା। ବିଏମ୍‌ସି ଜୋନାଲ ଡେପୁଟି କମିଶନର(ଦକ୍ଷିଣ ପୂର୍ବଜୋନ୍‌) ଅଂଶୁମାନ ରଥ, ଆସିଷ୍ଟାଣ୍ଟ କମିଶନର (ଏନ୍‌ଫୋର୍ସମେଣ୍ଟ) ଲିଲନ ସାହୁଙ୍କ ନେତୃତ୍ୱରେ କେନ୍ଦ୍ରୀୟ ଓ ଦକ୍ଷିଣ ପୂର୍ବ ଜୋନ୍‌ ଏନ୍‌ଫୋର୍ସମେଣ୍ଟ ସ୍କ୍ବାର୍ଡ କଲ୍ୟାଣ ମଣ୍ଡପରେ ଚଢାଉ କରିବା ସହ ଏହାକୁ ସିଲ୍‌ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କଳାଗ୍ରାମ ‘କୁଞ୍ଜବନଗଡ’ ଲୋକାର୍ପିତ

ଦଶପଲ୍ଲା,୩ା୧୦ (ଡି.ଏନ.ଏ.): ନୟାଗଡ଼ ଜିଲା ଦଶପଲ୍ଲାର କୁଞ୍ଜବନଗଡକୁ ରାଜ୍ୟ ସରକାର ଲୋକକଳା ଗ୍ରାମର ମାନ୍ୟତା ଦେବା ପରେ ବୁଧବାର ଏକ ଉତ୍ସବରେ ଏହା ଆନୁଷ୍ଠାନିକ ଭାବେ...

ପରୀ ହତ୍ୟା ଘଟଣାର ତଦନ୍ତ ଜୋର୍‌ଦାର: ହତ୍ୟାକାରୀଙ୍କୁ ଧରାଇଲେ ମିଳିବ ୧ ଲକ୍ଷ

ନୟାଗଡ଼ ଅଫିସ,୬ା୧୨: ନୟାଗଡ଼ ସଦର ଥାନା ଯଦୁପୁରର ପରୀ ହତ୍ୟା ଘଟଣାରେ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ୍‌ ଟିମ୍‌(ଏସ୍‌ଆଇଟି) ତଦନ୍ତ ଜୋର୍‌ଦାର କରିଛି। ହତ୍ୟା ଘଟଣାର ଗୁମର ଖୋଲିବାକୁ...

ବ୍ୟବସାୟକୁ ଜୀବନ ଦେଇଛି କାଗଜଫୁଲ

ବଅଁରପାଳ,୧୦ା୭(ଉପେନ୍ଦ୍ର ରାଉତ) ଗଢ଼ିନି ପ୍ରକୃତି। ସୁଗନ୍ଧ ଦେଇନାହାନ୍ତି ଈଶ୍ୱର। ଗେଣ୍ଡୁ ପରି ଗୋଲଗାଲ ନୁହେଁ କି ଗୋଲାପ ଭଳି ଆକର୍ଷଣ ମଧ୍ୟ ନାହିଁ। ତଥାପି ଲକ୍‌ଡାଉନ୍‌...

ବିଜୟଯାତ୍ରାରେ ବିଜେଡି

ଭୁବନେଶ୍ୱର,୨୭।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ଶନିବାର କଡ଼ା ସୁରକ୍ଷା ମଧ୍ୟରେ ରାଜ୍ୟର ବ୍ଲକ ମୁଖ୍ୟାଳୟଗୁଡ଼ିକରେ ଆରମ୍ଭ ହୋଇଛି। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ...

ଶ୍ରୀମନ୍ଦିର ସେବାୟତଙ୍କ ଉପରେ ଖସିପଡ଼ିଲା ହିରଣ୍ୟକଶ୍ୟପ ମୂର୍ତ୍ତି, ଭାଙ୍ଗିଲା ଗୋଡ

ପୁରୀ ଅଫିସ,୨୮।୩: ଶ୍ରୀମନ୍ଦିରରେ ରବିବାର ଏକ ଅଘଟଣ ଘଟିଛି। ପଶ୍ଚିମ ଦ୍ୱାରରେ ଥିବା ଉଗ୍ର ନୃସିଂହଙ୍କ କୋଳରେ ଶୋଭା ପାଉଥିବା ହିରଣ୍ୟକଶ୍ୟପଙ୍କ ମୂର୍ତ୍ତୀ ଖସି ପଡ଼ିବାରୁ...

ଅମାନିଆଙ୍କୁ ସାବାଡ଼ କଲା ପୋଲିସ: ଅପରାହ୍ନ ୧ଟା ସୁଦ୍ଧା ୮୪୭ ବାଇକ୍‌ ଜବତ

ଭୁବନେଶ୍ୱର,୬।୪(ବ୍ୟୁରୋ): କରୋନା (କୋଭିଡ୍‌-୧୯)ର ମୁକାବିଲା ପାଇଁ କେନ୍ଦ୍ର ସରକାର ୨୧ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହାକୁ ଆହୁରି କଡ଼ାକଡ଼ି କରିବା ପାଇଁ ରାଜ୍ୟ ସରକାର ୪୮...

ଉତ୍କଳ ବିଶ୍ୱବିଦ୍ୟାଳୟ ବିଏଡ୍‌ ପରୀକ୍ଷା ଅନ୍‌ଲାଇନ୍‌ରେ ହେବ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟରେ ବିଏଡ୍‌ ପରୀକ୍ଷା ଅନ୍‌ଲାଇନ୍‌ରେ ହେବ। ଏନେଇ ଖୁବ୍‌ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ। ପୂର୍ବ ନିର୍ଦ୍ଧାରିତ ଦିନରେ ହିଁ ପରୀକ୍ଷା ହେବ ବୋଲି ବିଶ୍ୱବିଦ୍ୟାଳୟ...

ରାଜ୍ୟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ଆଜି କରୋନା ନେଲା ୪ ଜୀବନ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଶନିବାର ରାଜ୍ୟରେ କରୋନାଜନିତ ୪ଜଣଙ୍କ...

Advertisement
Archives

Model This Week