ନିର୍ବାସିତ ଚାଇନା ବ୍ୟବସାୟୀ ଗୁଓ ୱେଙ୍ଗୁଇ ଗିରଫ

ବେଜିଂ,୧୬ ।୩: ପଳାତକ ତଥା ନିର୍ବାସିତ ଚାଇନା ବ୍ୟବସାୟୀ ଗୁଓ ୱେଙ୍ଗୁଇଙ୍କୁ ବୁଧବାର(ସ୍ଥାନୀୟ ସମୟ) ନୁ୍ୟୟର୍କରୁ ଗିରଫ କରାଯାଇଛି । ଗୁଓ ୱେଙ୍ଗୁଇ ତାଙ୍କର ହଜାର ହଜାର ଅନଲାଇନ ଅନୁସରଣକାରୀଙ୍କୁ ଏକ ବିଲିୟନ(ଆମେରିକୀୟ ଡଲାର) ଠକିଥିବା ଅଭିଯୋଗ ହୋଇଛି । ନୁ୍ୟୟର୍କ ଦକ୍ଷିଣ ଜିଲାର ଆମେରିକା ଆଇନ ବିଭାଗ ଏକ ବିବୃତ୍ତିରେ ଏହି ସୂଚନା ଦେଇଛି ।
ଗୁଓ ୱେଙ୍ଗୁଇ ଏବଂ ଜଣେ ସହ ଅଭିଯୁକ୍ତ ବିଭିନ୍ନ ଆର୍ଥିକ ରିଟର୍ନ ଏବଂ ଅନ୍ୟାନ୍ୟ ସୁବିଧା ପ୍ରତିଜ୍ଞା କରି ବିଭିନ୍ନ ସଂସ୍ଥା ତଥା କାର୍ଯ୍ୟକ୍ରମରେ ବିନିଯାଗ କରିବାକୁ ଜନସାଧାରଣଙ୍କୁ ଆକର୍ଷିତ କରିବାକୁ କୁ’ର ଅଲାଇନ ଉପସ୍ଥିତିର ସୁଯୋଗ ନେଇଥିଲେ । ନୁ୍ୟୟର୍କର ଦକ୍ଷିଣ ଜିଲା ପାଇଁ ଆମେରିକାର ଆଟର୍ନି ଡେମିୟନ ୱିଲିୟମ୍ସ ଏହି ମାମଲାରେ କହିଛନ୍ତି ଯେ ପଳାତକ ବ୍ୟବସାୟୀ ନିଜ ପକେଟ ପୁରଣ କରିବାକୁ ଠକେଇ କରିଥିବା ଅଭିଯୋଗ ହୋଇଛି । ଯେଉଁଥିରେ ୫୦,୦୦୦ ବର୍ଗଫୁଟର ଏକ ଘର, ୩୫ ମିଲିୟନ ଡଲାରର ଫେରାରି ଓ ୩୬,୦୦୦ ୟୁଏସଡି ଗଦେ୍ଦ କ୍ରୟ କରିବାର ଅଭିଯୋଗ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri