ଅବକାରୀ ଚଡାଉ: ୧୨ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ମହୁଲ ଜବତ

କୋଟଗଡ,୨୩/୯(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଧିନରେ ଥିବା ସୁଡ୍ରା ଅଞ୍ଚଳରେ ଏକ ଦୋକାନ ଗୃହରେ ଚୋରା ମହୁଲ ୧୨ କୁଇଣ୍ଟାଲ୨୧କେଜି ୯୦୦ଗ୍ରାମ ଜବତ କରିଛି ଅବକାରୀ ବିଭାଗ। ବାଲିଗୁଡା ଅବକାରୀ ବିଭାଗ ଓ ବାଲିଗୁଡା ଥାନା ପୋଲିସ ମିଳିତ ଭାବେ ଚଡାଉ କରାଯାଇଥିଲା। ଏହି ଚଡାଉ ବେଳେ ଏସ୍‌ଆଇ ସାଗର ଭୋଇ, ଏଏସ୍‌ଆଇ ପ୍ରଦୀପ କୁମାର ରଥ, ଅବକାରୀ ବିଭାଗ କର୍ମଚାରୀ ଓ ବାଲିଗୁଡା ପୋଲିସ ଚଢାଉ କରିଥିଲେ। କେସ ନଂ୭୨/୨୦୨୨ ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ପାଇଁ ଜମିବାଡ଼ି ବିକୁଛନ୍ତି କିଡ୍‌ନୀ ରୋଗୀ

ସୋନପୁର,୧ା୧୨(ନି.ପ୍ର.):ସୁବର୍ଣ୍ଣପୁର ଜିଲାର କିଡ୍‌ନୀ ରୋଗୀଙ୍କ ପାଇଁ ସରକାର ଆଖି ବୁଜି ଦେଇଛନ୍ତି। ଜିଲାରେ ଏ ପର୍ଯ୍ୟନ୍ତ ଡାଏଲିସିସ୍‌ ସେଣ୍ଟର ସ୍ଥାପନ ହୋଇପାରିନି। ଗତ ୫ମାସ ହେଲା...

ପ୍ରବାସୀ ଶ୍ରମିକଙ୍କୁ ଟଙ୍କା ନ ମିଳିବାରୁ ପଞ୍ଚାୟତ ଅଫିସରେ ଉତ୍ତେଜନା

ଚିତ୍ରଡ଼ା,୫।୬(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲାର ମୋରଡା ବ୍ଲକ ଅଧିନ ହଲଦୀପାଳ ପଞ୍ଚାୟତ ଅଫିସରେ ଶୁକ୍ରବାର ଅପରାହ୍ନରେ ପ୍ରବାସୀ ଓଡ଼ିଆ ଶ୍ରମିକମାନେ ପାଟିତୁଣ୍ଡ କରିଥିବା ଦେଖିବାକୁ ମିଳିଛି। ଏହି...

ଭୁଶୁଡିଲା ବିଜୁ ସେତୁ: ଜଣେ ମୃତ ୩ଗୁରୁତର

ନବରଙ୍ଗପୁର/ଉମରକୋଟ,୧୦ା୧: ନବରଙ୍ଗପୁର ଜିଲା ବଡକୁମାରୀ ପଞ୍ଚାୟତ ଅଧୀନ ତାଲାପଦର ନାଗୀନଦୀ ଉପରେ ବିଜୁ ସେତୁ ଯୋଜନାରେ ତିଆରି ଚାଲିଥିବା ପୋଲ ଭୁଶୁଡି ପଡ଼ିବାରୁ ଜଣଙ୍କର ମୃତ୍ୟୁ...

କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ନୟାଗଡ଼ ଜିଲା ପରିଦର୍ଶନ

ନୟାଗଡ଼ ଅଫିସ,୧ା୧୨-କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ ଶନିବାର ନୟାଗଡ଼ ଜିଲା ଗସ୍ତ କରିଥିଲେ। ପ୍ରଥମେ ସେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ଜିଲାପାଳଙ୍କ ମିନି...

CORONAVIRUS UPDATE: ୨୦୦ ଡେଇଁଲା ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୧୩।୫:(ବ୍ୟୁରୋ)- ରାଜ୍ୟରେ ବୁଧବାର ଚିହ୍ନଟ କରୋନା ପଜିଟିଭ ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଁଚିଛି। ଏଥିମଧ୍ୟରୁ ଗଞ୍ଜାମ ଜିଲାରେ ସର୍ବାଧିକ ୫୨ ଜଣ ଅଛନ୍ତି । ଏହାକୁ...

ଛତିଷାପାଟରେ ଲୁଚି ରହିଛନ୍ତି ହାତୀପଲ: ଲୋକେ ଆତଙ୍କିତ

ଚୌଦ୍ୱାର,୨୪।୧୦(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ବାଣୀପଦା ଗ୍ରାମ ପଡ଼ିଆରେ ୨୨ ଘରିଆ ହାତୀପଲ ଦେଖିବାକୁ ମିଳିଛି। ଏ ନେଇ ଅଞ୍ଚଳରେ ଆତଙ୍କ ସୃଷ୍ଟି...

ଘର ଆଗରେ ପଡ଼ିଲା ଅଫୁଟା ଗୋଳା

ବାହାନଗା,୨୪।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ସମୁଦ୍ରକୂଳବର୍ତ୍ତୀ ଗ୍ରାମ ୪ନମ୍ବର ୱାର୍ଡ ମହାରୁଦ୍ରପୁର ଆଡ଼ିଆରେ ପ୍ରତିରକ୍ଷା ବିଭାଗ ତରଫରୁ ପରୀକ୍ଷଣ ଚାଲିଥିବା ବେଳେ ଏକ...

କୃଷିଋଣ ଛାଡ଼ ପାଇଁ ରାଜ୍ୟପାଳଙ୍କୁ କଂଗ୍ରେସର ନିବେଦନ

ବୁଗୁଡ଼ା,୨୧ା୫(ଡି.ଏନ୍‌.ଏ.)- ବୁଗୁଡ଼ା ବ୍ଲକର କୃଷକମାନଙ୍କ କୃଷିଋଣ ଛାଡ଼ ଏବଂ ଋଣ ନବୀକରଣ କୋହଳ କରିବାକୁ ଗୁରୁବାର ସ୍ଥାନୀୟ ବ୍ଲକ କଂଗ୍ରେସ ତରଫରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ବିଡିଓ...

Advertisement
Archives

Model This Week