ଏକ୍‌ଜିଟ୍‌ ପୋଲ ରିପୋର୍ଟ: ପୁରୀରୁ ଜିତିବେ କି ସମ଼୍ବିତ୍‌ ପାତ୍ର ?

ଭୁବନେଶ଼୍ବର,୨।୬: ଲୋକସଭା ନିର୍ବାଚନକୁ ନେଇ ବିଭିନ୍ନ ଏଜେନ୍ସି ଜାରି କରିଥିବା ଏକଜିଟ୍‌ ପୋଲରୁ ପୁରୀକୁ ନେଇ ବଡ଼ ସଙ୍କେତ ମିଳିଛି। ପୁରୀ ଲୋକସବା ସିଟ୍‌ରୁ ନିର୍ବାଚନ ଲଢ଼ୁଥିବା ବିଜେପି ନେତା ସମ଼୍ବିତ ପାତ୍ରଙ୍କ ସପକ୍ଷରେ ଏହି ପୋଲ ମତ ଯାଇଛି। ଇଣ୍ଡିଆ ଟୁଡେର ଏକ୍ସିସ ଇଣ୍ଡିଆ ଅନୁସାରେ, ସମ଼୍ବିତ ପୁରୀରୁ ନିର୍ବାଚନ ଜିତି ପାରନ୍ତି। ଫଳରେ ୧୫ ବର୍ଷ ଧରି ବିଜେଡି ଦଖଲ କରିଥିବା ଏହି ଆସନ ହରାଇ ପାରେ।

ଏହି ଲୋକସଭା ଆସନ ପାଇଁ ୩ ଦଳ ପକ୍ଷରୁ ଜୋରଦାର ପ୍ରଚାର କରାଯାଇଥିଲା। ଏଥିରେ ସମ଼୍ବିତଙ୍କ ପଲା ଭାରି ରହୁଥିବା ଜଣାପଡ଼ୁଛି। କୁହାଯାଉଛି ଯେ ପ୍ରଚାର ମଇଦାନରେ ସମ଼୍ବିତ ବିଜେଡି ପ୍ରାର୍ଥୀ ଅରୂପ ପଟ୍ଟନାୟକ ଏବଂ କଂଗ୍ରେସର ଜୟ ନାରାୟଣ ପଟ୍ଟନାୟକଙ୍କୁ କଡ଼ା ଟକ୍କର ଦେଇଛନ୍ତି। ତେବେ ଏକ୍‌ଜିଟ୍‌ ପୋଲ ଅନୁସାରେ ସମ଼୍ବିତ ଏହି ଆସନ ଜିତି ଲୋକସଭା ଯାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…

ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ।…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri