Posted inଜାତୀୟ

ବିହାରରେ ଏକ୍‌ଜିଟ୍‌ ପୋଲ ଉପରେ କଟକଣା

ନୂଆଦିଲ୍ଲୀ, ୧୫ା୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ନିିର୍ବାଚନ କମିଶନଙ୍କ ପକ୍ଷରୁ ଏନେଇ ଏକ୍‌ଜିଟ୍‌ ପୋଲ୍‌ ଉପରେ କଟକଣା ଲଗାଯାଇଛି। ଅକ୍ଟୋବର ୨୮ ସକାଳ ୭ଟାରୁ ନଭେମ୍ବର ୭ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଏକ୍‌ଜିଟ୍‌ ପୋଲ୍‌ ପରିଚାଳନା ଓ ଟେଲିକାଷ୍ଟ କରାଯାଇପାରିବ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଅକ୍ଟୋବର ୩ର ବିଜ୍ଞପ୍ତି ଅନୁଯାୟୀ ଜନମତ ସର୍ଭେ କିମ୍ବା ଅନ୍ୟ କୌଣସି ନିର୍ବାଚନୀ ସର୍ଭେ ରିପୋର୍ଟ ପ୍ରକାଶନ ଓ ପ୍ରଦର୍ଶନ ଉପରେ କଟକଣା ଲଗାଯାଇଥିଲା। ଭୋଟଗ୍ରହଣର ୪୮ ଘଣ୍ଟା ପୂର୍ବରୁ ଏଭଳି କାର୍ଯ୍ୟକୁ ବାରଣ କରାଯାଇଥିଲା। ପ୍ରକାଶଥାଉ କି, ବିହାର ବିଧାନସଭା ନିର୍ବାଚନ ୩ ପର୍ଯ୍ୟାୟରେ କରାଯାଉଥିବା ବେଳେ ପ୍ରଥମ ପର୍ଯ୍ୟାୟ ଭୋଟ ଅକ୍ଟୋବର ୨୮, ଦ୍ୱିତୀୟ ପର୍ଯ୍ୟାୟ ନଭେମ୍ବର ୩ ଓ ତୃତୀୟ ତଥା ଚୂଡ଼ାନ୍ତ ପର୍ଯ୍ୟାୟ ନଭେମ୍ବର ୭ରେ କରାଯିବ। ନଭେମ୍ବର ୧୦ରେ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଛଟ ପୂଜା: ଅସ୍ତଗାମୀ ସୂର୍ଯ୍ୟଙ୍କୁ ଜଳ ଅର୍ପଣ କଲେ ନୀତୀଶ, ମୋଦି ଜଣାଇଲେ ଶୁଭେଚ୍ଛା

ପାଟନା,୨୦ ।୧୧: ଲୋକଙ୍କ ଆସ୍ଥାର ମହାପର୍ବ ଛଟ ପୂଜା ଶୁକ୍ରବାର ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ହୋଇଛି । କରୋନା ସଙ୍କଟ ମଧ୍ୟରେ ବି ଲୋକେ...

ପଞ୍ଜାବ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକରେ ସରକାରୀ ଚାକିରିକୁ ନେଇ ନିଆଗଲା ବଡ ନିଷ୍ପତ୍ତି

ଚଣ୍ଡିଗଡ଼,୧୯ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ଏକତରଫା ବିଜୟ ପରେ ଆମ ଆଦମୀ ପାର୍ଟି(ଏଏପି) ସରକାର ଗଠନ କରିଛି । ଭଗୱନ୍ତ ମାନ ମୁଖ୍ୟମନ୍ତ୍ରୀ ଆସନରେ...

ବିହାର ଶିଶୁ ମୃତ୍ୟୁ ଘଟଣା: ତେଜସ୍ବୀ ଉଭାନ୍‌, ଆରଜେଡି କହିଲା ବିଶ୍ୱକପ୍‌ ଦେଖିବାକୁ ଯାଇଛନ୍ତି

ପାଟଣା, ୧୯।୬: ବିହାରରେ ମସ୍ତିକ ଜ୍ୱରରେ ପ୍ରତି ଘଣ୍ଟାରେ ଶିଶୁ ମୃତ୍ୟୁ ଖବର ଆସୁଛି। ଏପର୍ଯ୍ୟନ୍ତ ୧୧୨ଜଣ ଶିଶୁଙ୍କ ମୃତ୍ୟୁ ହେଲାଣି। ଘଟଣାକୁ ନେଇ ଶାସକ...

ସ୍ବାଧିନତା ଦିବସରେ ଦେଶବାସୀଙ୍କୁ ବଡ ଉପହାର ଦେଇ ପାରନ୍ତି ମୋଦି

ନୂଆଦିଲ୍ଲୀ,୧୪।୮: ଆଉ ମାତ୍ର କେଇ ଘଣ୍ଟା ପରେ ଦେଶ ପାଳିବ ସ୍ବାଧିନତା ଦିବସ। ଏହି ଦିବସରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନକୁ ନେଇ ଏବେ ବିଭିନ୍ନ ପ୍ରକାର ଆଲୋଚନା...

ଉହାନ୍‌ରେ ବାଦୁଡ଼ିଙ୍କଠାରେ ମିଳିଲା ୩ ପ୍ରକାର ଭୂତାଣୁ

ନୂଆଦିଲ୍ଲୀ,୨୫।୫: କରୋନା ଭାଇରସ୍‌କୁ ନେଇ ପୁଣି ଚର୍ଚ୍ଚାର ପରିସରକୁ ଆସିଛି ଚାଇନା। ଉହାନ୍‌ସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଭାଇରୋଲୋଜି ଯେଉଁଠାରେ ପ୍ରଥମ କୋଭିଡ୍‌-୧୯ ସଂକ୍ରମଣ ଚିହ୍ନଟ ହୋଇଥିଲା,...

ଚମ୍ପାଓ୍ବତ୍‌ ଆସନରୁ ଲଢ଼ିପାରନ୍ତି ମୁଖ୍ୟମନ୍ତ୍ରୀ ଧାମି

ଡେରାଡୁନ୍‌,୪।୪: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଚମ୍ପାଓ୍ବତ୍‌ ଆସନରୁ ଉପନିର୍ବାଚନ ଲଢ଼ିପାରନ୍ତି ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ସେ ଦିଦିହାଟ ଆସନରୁ ଲଢ଼ିବା ନେଇ...

ମୁଁ ୫ ଜଣଙ୍କୁ ମାରିଛି

ଜୟପୁର,୨୨ା୮: ରାଜସ୍ଥାନର ଜଣେ ଭାଜପା ନେତା ୫ ଗୋଚାଲାଣକାରୀଙ୍କୁ ହତ୍ୟା କରିଥିବା କହିଛନ୍ତି। ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ ହେବା ପରେ...

ମାଡ଼ି ଆସୁଛି ବାୟୁ : ଲୋକେ ଆତଙ୍କିତ; ଗୁଜରାଟରେ ହାଇ ଆଲର୍ଟ

ଅହମ୍ମଦାବାଦ୍‌ ୧୨।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ମୁହାଁ ହୋଇଛି। ଗୁରୁବାର ସକାଳେ ଏହା ଗୁଜରାଟ ଉପକୂଳ ଅଞ୍ଚଳରେ...

Advertisement
Archives

Model This Week