ପାଇପ ଲାଇନ୍‌ ପାଇଁ ସମ୍ପ୍ରସାରଣ କାର୍ଯ୍ୟରେ ବାଧା

ଗଞ୍ଜାମ,୨୪ା୯(ଡି.ଏନ୍‌.ଏ.): ଗଞ୍ଜାମ ସହରର ସୌନ୍ଦର୍ଯ୍ୟକରଣ ନିମନ୍ତେ ଉଭୟ ପାର୍ଶ୍ୱ ରାସ୍ତା ବିଞ୍ଚଣାପଲ୍ଲୀଠାରୁ ଦାମୋଦରପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି l ଏହାର ନିର୍ମାଣ କାର୍ଯ୍ୟ ପୂର୍ତ୍ତବିଭାଗ ହାତକୁ ନେଇଥିବା ବେଳେ ଏଥିପାଇଁ ୬ କୋଟି ୭୦ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଉକ୍ତ ରାସ୍ତା ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ନିମନ୍ତେ ୨୦୨୦ ମେ’ ପର୍ଯ୍ୟନ୍ତ ଧାର୍ଯ୍ୟ ରଖାଯାଇଥିଲା। କିନ୍ତୁ ପାଇପ ଲାଇନ ନ ହଟିବା ଯୋଗୁ ରାସ୍ତା ନିର୍ମାଣରେ ବିଳମ୍ବ ଘଟୁଥିବା କନିଷ୍ଠ ଯନ୍ତ୍ରୀ ଦେବେନ୍ଦ୍ର କୁମାର ସ୍ବାଇଁ ସୂଚନା ଦେଇଛନ୍ତି l କରୋନା ଓ ଅନ୍ୟାନ୍ୟ ଅସୁବିଧା ପାଇଁ ଏହାର ସମୟ ସୀମା ନଭେମ୍ବରକୁ ବୃଦ୍ଧି କରାଯାଇଛି ବୋଲି ପୂର୍ତ୍ତ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri