ବଢ଼ିଲା ବଡ଼କମର-ଖଡ଼ଗପ୍ରସାଦ ସେତୁ ଆଶା

ପରଜଙ୍ଗ, ୧୧ା୮(ଡି.ଏନ.ଏ.)
ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସହ ଓଡ଼ାପଡ଼ା ବ୍ଲକକୁ ସିଧାସଳଖ ଯୋଡିବାକୁ ବ୍ରାହ୍ମଣୀ ନଦୀ ଉପରେ ସେତୁଟିଏ ନିର୍ମାଣ ପାଇଁ ଅଞ୍ଚଳବାସୀଙ୍କ ମଧ୍ୟରେ ଆଶା ସଞ୍ଚାର ହୋଇଛି। ୨୦୧୮-୧୯ ବର୍ଷରେ ଦୁଇଥର ଏଥିପାଇଁ ପ୍ରସ୍ତାବ ପଠାଯାଇଥିଲେ ମଧ୍ୟ ନାବାର୍ଡର ଅନୁମୋଦନ ଅଭାବରୁ ସେତୁ ଅନିଶ୍ଚିତତାରେ ଥିବା ନେଇ ‘ଧରିତ୍ରୀ’ରେ ଗତ ମାସ ୧୪ ତାରିଖରେ ଖବର ପ୍ରକାଶ ପାଇଥିଲା। ଏହାପରେ ଏ ଦିଗରେ ତତ୍ପରତା ଦେଖାଦେଇଛି। ସୋମବାର ବଡ଼କମରଠାରେ ପ୍ରସ୍ତାବିତ ସେତୁ ସ୍ଥାନକୁ ନାବାର୍ଡ ଡିଜିଏମ୍‌ ସଞ୍ଜୀବ ମିଶ୍ର, ଗୋଲଖ ବିହାରୀ କର, ଡିଜାଇନର ଗୟାଧର ସାହୁ, ପୂର୍ତ୍ତ ବିଭାଗ ଏସି ଦିଗାମ୍ବର ବିଶ୍ୱାଳ, ନିର୍ବାହୀ ଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ, ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରତାପ କୁମାର ହରିପାଲ, ନିବେଶ କୁମାର ମାଝି ପ୍ରମୁଖ ପରିଦର୍ଶନ କରିଛନ୍ତି। ଏହି ସେତୁ ନିର୍ମାଣ ହେଲେ ୫୫ ଓ ୫୩ ନମ୍ବର ଜାତୀୟ ରାଜପଥ ମଧ୍ୟରେ ସଂଯୋଗ ସହ ଢେଙ୍କାନାଳ ସଦର ମହକୁମାରୁ ଓଡ଼ପଡ଼ା ଦେଇ ପରଜଙ୍ଗକୁ ଉନ୍ନତ ମାର୍ଗ ଖୋଲିପାରିବ। ଢେଙ୍କାନାଳରୁ ପରଜଙ୍ଗ ରାସ୍ତା ୨୫ କିମି ହ୍ରାସ ପାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri