୧୨ରେ ୬ ଜିଲାକୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୯।୧(ବ୍ୟୁରୋ): ରାଜ୍ୟରେ ରବିବାରଠାରୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ। ଏହା ୪ରୁ ଅଧିକ ଦିନ ଧରି ଜାରି ରହିପାରେ। ୧୨ ତାରିଖରେ ୬ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତଦନୁଯାୟୀ, ରବିବାର ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲା, ସୋମବାର ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବ। ସେହିଭଳି ମଙ୍ଗଳବାର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧରେ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲାଭରମ୍‌ କାର୍ଯ୍ୟ ବନ୍ଦ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର, ୨।୭(ବ୍ୟୁରୋ) ପୋଲାଭରମ ପ୍ରକଳ୍ପର କାର୍ଯ୍ୟ ବନ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ...

ସରିଲା କାନ୍ଦୁଲବୁଢ଼ା ଯାତ୍ରା

ଦେଓଗାଁ, ୩ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଧଣ୍ଡାମାଲ ପଞ୍ଚାୟତ ଅନ୍ତର୍ଗତ ଅନ୍ତର୍ଲା ନିକଟସ୍ଥ କାନ୍ଦୁଲବୁଢ଼ା ଦେଶଗୁଡିଖଳା ଡଙ୍ଗରପଡାରେ ତିନିଦିନ ଧରି ଚାଲିଥିବା କାନ୍ଦୁଲବୁଢ଼ା...

ରାଜ୍ୟରେ ଚିନ୍ତା ବଢାଉଛି ଓମିକ୍ରନ,ଆଉ ୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ) : ରାଜ୍ୟରେ ଗୁରୁବାର ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲଏସ୍‌ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହାକୁ...

ତାମଡା ପକ୍ଷରୁ ଜିଲାପାଳଙ୍କୁ ଦିଆଗଲା ରିପୋର୍ଟ

ଅନୁଗୋଳ ସହର, ୪।୨ ଅନୁଗୋଳ ସହର ହୁଲୁରିସିଂହାଠାରେ ନିର୍ମାଣ ହେଉଥିବା ଏକ ଆପାର୍ଟମେଣ୍ଟକୁ ନେଇ ଅଭିଯୋଗ ଆସିବା ପରେ ତାଳଚେର-ଅନୁଗୋଳ-ମେରାମଣ୍ଡଳି ଉନ୍ନୟନ କର୍ତ୍ତୃପକ୍ଷ (ତାମଡା)ଙ୍କ ପକ୍ଷରୁ...

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...

ଆଜି ରାଜ୍ୟରୁ ୧୧୭୮ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୪୬ ଶିଶୁ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୧୭୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୪,୩୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଆଜିଠୁ ଆରମ୍ଭ ଖଣ୍ଡଗିରି ମେଳା: ହେବନି ଅପେରା କି ଖୋଲିବନି ଦୋକାନ ବଜାର

ଭୁବନେଶ୍ୱର,୭ା୨(ବ୍ୟୁରୋ): ସୋମବାର ସନ୍ଧ୍ୟାରୁ ଆରମ୍ଭ ହେବ ଖଣ୍ଡଗିରି ମେଳା। କୋଭିଡ୍‌ କଟକଣା ପାଇଁ ଚଳିତବର୍ଷ ବି ମେଳା ଫିକା ପଡ଼ିବ। କେବଳ ମନ୍ଦିର ଭିତରେ ନୀତିକାନ୍ତି...

ଓଡ଼ିଶାର ଗଣପର୍ବ

ବନସ୍ତେ ଡାକିଲା ଗଜ ବରଷକେ ଥରେ ଆସିଛି ରଜଲୋ ଘେନି ନୂଆ ସଜବାଜ….।“ଭାରତ ପଲ୍ଲୀପ୍ରଧାନ ରାଷ୍ଟ୍ର। ପଲ୍ଲୀ ହେଉଛି ତା’ର ଜୀବନ। ଏକଦା ପଲ୍ଲୀସଂସ୍କୃତି ଥିଲା...

Advertisement
Archives

Model This Week