୧୨ରେ ୬ ଜିଲାକୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୯।୧(ବ୍ୟୁରୋ): ରାଜ୍ୟରେ ରବିବାରଠାରୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ। ଏହା ୪ରୁ ଅଧିକ ଦିନ ଧରି ଜାରି ରହିପାରେ। ୧୨ ତାରିଖରେ ୬ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତଦନୁଯାୟୀ, ରବିବାର ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲା, ସୋମବାର ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବ। ସେହିଭଳି ମଙ୍ଗଳବାର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧରେ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ବଡ଼ ଧରଣର ଚଢାଉ: ୨୪ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର,୨୩।୬: ଫଲକନୁମା ଏକ୍ସପ୍ରେସ୍‌ ଟ୍ରେନରୁ ରବିବାର ୨୪ ଲକ୍ଷ ଜବତ ହୋଇଛି। ତେଲେଙ୍ଗାନା ପୋଲିସ ଏବଂ କଟକ ଆର୍‌ପିଏଫର ମିଳିତ ଚଢାଉରେ ବିହାରର ଦୁଇ ଯୁବକଙ୍କଠାରୁ...

ଭଡ଼ାଘରେ ଚାଲିଥିଲା ସେକ୍ସ ର଼୍ୟାକେଟ: ଧରାପଡ଼ିଲେ ଗ୍ରାହକଙ୍କ ସହ ୨ ଯୁବତୀ

ବ୍ରହ୍ମପୁର,୨୩।୬(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅଧୀନ ଅଶୋକନଗର ୯ମ ଲାଇନରେ ଏକ ଭଡା ଘରେ ସେକ୍ସ ର଼୍ୟାକେଟ ଠାବ ହୋଇଛି । ପୋଲିସ ହେି...

ମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ଅସାଧୁ ବ୍ୟବସାୟୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର

ଭୁବନେଶ୍ୱର, ୨୩।୬(ସୁନିତ୍‌ ମିଶ୍ର): ସମ୍ପ୍ରତି ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର...

କେନ୍ଦୁଝରରୁ ନବୀନଙ୍କୁ ସିଧାସଳଖ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ, ନିଶ୍ୱାସ ପଡିଲା…

କେନ୍ଦୁଝର,୨୩।୬(ନରେଶ ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। କେନ୍ଦୁଝରରେ ମା’ ତାରିଣୀଙ୍କୁ ଦର୍ଶନ କରିବା ପରେ ପ୍ରାୟ ୪...

ଅଣସର ଘରେ ତିନିଠାକୁର: ଶାବର ଶ୍ରୀକ୍ଷେତ୍ରରେ ପୂଜା ପାଉଛନ୍ତି ପଟ୍ଟଚିତ୍ର

କୋରାପୁଟ,୨୩।୬(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଅସୁସ୍ଥ ତିନିଠାକୁର ଏବେ ଅଣସର ଘରେ ଅଛନ୍ତି। ଶବର ତଥା ଆଦିବାସୀ ବଇଦଙ୍କ ପାରମ୍ପରିକ ପଦ୍ଧତିରେ ଚାଲିଛି ଠାକୁରଙ୍କ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୫ଲକ୍ଷ ଲୋକଙ୍କୁ ମିଳିବ ମାଗଣା ଘର, ଏମାନଙ୍କୁ ମିଳିବ…

ଭୁବନେଶ୍ୱର,୨୩।୬: ସରକାର ଆସୁ ଆସୁ ଆକ୍ସନ ମୋଡରେ ମୋହନ ସରକାର। ଓଡ଼ିଶାରେ କ୍ଷମତାକୁ ଆସୁଆସୁ ୧୦୦ଦିନ ଭିତରେ ସୁଭଦ୍ରା ଯୋଜନା ଲାଗୁ କରିବାକୁ ନିର୍ଦ୍ଦେଶ ଦେବା...

NEET ପେପର୍‌ ଲିକ ମାମଲାରେ କେନ୍ଦ୍ର ସରକାରଙ୍କୁ ଘେରିଲା ବିଜେଡି

ଭୁବନେଶ୍ୱର,୨୩।୬: ନିଟ୍‌ ପେପର୍‌ ଲିକ୍‌ ମାମଲାରେ ଜାତୀୟ ରାଜନୀତି ଉଠୁଛୁ ପଡୁଛି। ଏହାକୁ ନେଇ ବିରୋଧୀ ତୁହାକୁ ତୁହା ଟାର୍ଗେଟ କରୁଛି। ଏସବୁ ଭିତରେ ଓଡ଼ିଶାର...

ମୋହନ ସରକାରଙ୍କ ବଡ଼ ଘୋଷଣା, ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା

ଭୁବନେଶ୍ୱର,୨୩।୬: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା। ଡିସି ପଟ୍ଟା ପାଇଥିବା ହୀରାକୁଦ ବିସ୍ଥାପିତ ବୁଡ଼ି ଅଞ୍ଚଳବାସୀଙ୍କୁ ମିଳିବ ସ୍ଥାୟୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri