ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ ଓ ପ୍ରାର୍ଥୀଙ୍କ ଦ୍ୱାରା କରାଯାଉଥିବା ଖର୍ଚ୍ଚର ସୀମା ନିର୍ଦ୍ଧାରଣ କରିବା। ନିର୍ବାଚନ କମିଶନର ନିଜ ପର୍ଯ୍ୟବେକ୍ଷକଙ୍କ ଦ୍ୱାରା ନିର୍ବାଚନରେ ହେଉଥିବା ଖର୍ଚ୍ଚକୁ ନଜର ରଖିଥାନ୍ତି।

ଦିର୍ବାଚନରେ ଗୋଟିଏ ଦଳ କେତେ ଖର୍ଚ୍ଚ କରିବ ତା’ର କୌଣସି ସୀମା ନ ଥାଏ କିନ୍ତୁ ପ୍ରାର୍ଥୀଙ୍କ ଖର୍ଚ୍ଚ ସୀମା ନିର୍ବାଚନ କମିଶନର ଧାର୍ଯ୍ୟ କରିଛନ୍ତି। ନିର୍ବାଚନୀ ପ୍ରଚାର ପାଇଁ ପ୍ରତ୍ୟେକ ଲୋକ ସଭା ପ୍ରାର୍ଥୀ ସର୍ବାଧିକ ୯୫ ଲକ୍ଷ ଟଙ୍କା ଚୂଡାନ୍ତ ଥିବା ବେଳେ ବିଧାନ ସଭା ପ୍ରାର୍ଥୀଙ୍କ ପାଇଁ ସର୍ବାଧିକ ୪୦ ଲକ୍ଷ ରହିଛି । ଅଳ୍ପ ଜନସଂଖ୍ୟା ବିଶିଷ୍ଟ କେନ୍ଦ୍ରଶାସିତ ଅଞ୍ଚଳରେ ଏମପି ପ୍ରାର୍ଥୀଙ୍କ ସର୍ବାଧିକ ଖର୍ଚ୍ଚ ସୀମା ୭୫ ଲକ୍ଷ ଥିବାବେଳେ ବିଧାୟକମାନଙ୍କ ପାଇଁ ୨୮ ଲକ୍ଷ ରହିଛି ।

ପ୍ରାଥମିକ ଭାବେ ଏହି ଖର୍ଚ୍ଚ ସୀମା ୨୫ ହଜାର ଥିବା ବେଳେ ପ୍ରତିଥର ନିର୍ବାଚନ ହେବା ସହ ଏହାର ସୀମା ବୃଦ୍ଧିପାଇ ଆଜି ୯୫ ଲକ୍ଷ ଟଙ୍କାରେ ଯାଏଁ ପହଞ୍ଚିଲାଣି । ରାଜନୈତିକ ଦଳ ମାନଙ୍କ ପାଇଁ ନିର୍ବାଚନୀ ଖର୍ଚ୍ଚର କୌଣସି ସୀମା ନ ଥିବାବେଳେ ବ୍ୟକ୍ତି ବିଶେଷ ଅନୁଯାୟୀ ଖର୍ଚ୍ଚର ସୀମା ଧାର୍ଯ୍ୟ କରା ଯାଇଛି । କିନ୍ତୁ ଦେଖିବାକୁ ଗଲେ ପ୍ରକୃତରେ ପ୍ରାର୍ଥୀମାନେ ଅଣ ଆନୁଷ୍ଠାନିକ ଏହାଠାରୁ ଢେର ଅଧିକ ଖର୍ଚ୍ଚ କରିଥା’ନ୍ତି ।

୧୯୫୧-୫୨ରେ ଲୋକ ସଭା ନିର୍ବାଚନରେ ପ୍ରାର୍ଥୀଙ୍କୁ ୨୫ହଜାର ପର୍ଯ୍ୟନ୍ତ ଖର୍ଚ୍ଚ କରିବାର ଅନୁମତି ଥିଲା। ଆଗରୁ ନିର୍ବାଚନୀ ଖର୍ଚ୍ଚ କମ ଥିବା ବେଳେ ୨୦୧୪ରେ ଆସିଥିଲା ପରିବର୍ତ୍ତନ । ୧୯୯୬ରେ ଖର୍ଚ୍ଚ ସୀମା ୧.୫ ଲକ୍ଷକୁ ବଢା ଯାଇଥିଲା । ୧୯୯୮ରେ ୧୫ ଲକ୍ଷରୁ ଆରମ୍ଭ କରି ୨୦୧୪ରେ ଏହି ସୀମା ବଢାଇ ୭୦ ଲକ୍ଷ କରାଯାଇଥିଲା ଦିନକୁ ଦିନ ବଜାର ଦର ବୃଦ୍ଧି ଦ୍ୱାରା ନିର୍ବାଚନୀ ଖର୍ଚ୍ଚ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?