ବ୍ୟାଙ୍କିଙ୍ଗ୍‌ ଉଦ୍ୟୋଗ ମହଙ୍ଗା ଭତ୍ତା ୮୧.୮%

ଭୁବନେଶ୍ୱର : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟସୂଚୀ ଅଗଷ୍ଟରେ ୩୩୮ ପଏଣ୍ଟ ଥିଲା। ନୂଆ ସିରିଜରେ ଏହା ସେପ୍ଟେମ୍ବରରେ ୧୧୮ ପଏଣ୍ଟକୁ ବଢିଛି। ବର୍ତ୍ତମାନ ତାଳଚେର, ଅନୁଗୋଳ ଓ ରାଉରକେଲାର ଖାଉଟି ମୂଲ୍ୟସୂଚୀ ହସ୍ତଗତ ହୋଇନାହିଁ। ବ୍ୟାଙ୍କ କର୍ମଚାରୀମାନେ ବର୍ତ୍ତମାନ ୭୭.୫% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ଭତ୍ତାରେ ୪.୩% ବୃଦ୍ଧି ଘଟି ୮୧.୮% ହୋଇଛି। ସଂଶୋଧିତ ହାରରେ ୨୩.୮% ସେମାନେ ନଭେମ୍ବର ପହିଲାରୁ ପାଇବେ। ସେହିଭଳି ବୀମା କର୍ମଚାରୀମାନେ ବର୍ତ୍ତମାନ ୭୦.୮% ମହଙ୍ଗା ଭତ୍ତା ଲାଭ କରୁଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୪.୩% ବୃଦ୍ଧି ଘଟି ୭୫.୧% ହୋଇଛି। ଏହି ବର୍ଦ୍ଧିତ ଡିଏ ସେମାନେ ନଭେମ୍ବର ପହିଲାରୁ ପାଇବେ।
ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ୧୬୫.୪% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୩.୬% ବୃଦ୍ଧି ପାଇ ୧୬୯% ହୋଇଛି। ଏହି ଡିଏ ସେମାନେ ଜାନୁୟାରୀ ପହିଲାରୁ ପାଇବେ। ଅଧିକାଂଶ ସରକାରୀ କର୍ମଚାରୀ ବର୍ତ୍ତମାନ ୧୭% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ୧୦% ଭତ୍ତା ବୃଦ୍ଧି ହୋଇ ୨୭% ହୋଇଛି। ବର୍ଦ୍ଧିତ ଡିଏ ମଧ୍ୟରୁ ୪% ପିଛିଲା ଭାବେ ଚଳିତ ବର୍ଷ ଜାନୁୟାରୀ ଏବଂ ଅବଶିଷ୍ଟ ୩% ଜୁଲାଇ ପହିଲାରୁ ଏବଂ ଆଉ ଅବଶିଷ୍ଟ ୩%, ୨୦୨୧ ଜାନୁୟାରୀ ପହିଲାରୁ କର୍ମଚାରୀମାନେ ପାଇବେ। ରିଜର୍ଭ ବ୍ୟାଙ୍କର ପ୍ରାୟ ୩ ହଜାର ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀ ଚଳିତ ବର୍ଷ ସେପ୍ଟେମ୍ବର ୨୨ରୁ ପେନ୍‌ସନ ଲାଗି ଦରଖାସ୍ତ ଦେବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ

ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି...

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

BSNL ଆଣିଲା ଖୁସିଖବର: ଏଣିକି ଶସ୍ତାରେ ମିଳିବ ଇଣ୍ଟରନେଟ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୧୫।୧୨: ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ନିରନ୍ତର ଭାବରେ ଏହାର ଉପଭୋକ୍ତାମାନଙ୍କୁ ସୁଲଭ ଯୋଜନା ପ୍ରଦାନ କରୁଛି। ଏହି ପରିପ୍ରେକ୍ଷୀରେ,...

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

SBI, HDFC ଏବଂ ICICI ବ୍ୟାଙ୍କକୁ ନେଇ RBI ଜାରି କଲା ବଡ଼ ଅପଡେଟ, ଆକାଉଣ୍‌ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୩।୧୨:ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଘୋଷଣା କରିଛି ଯେ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI), HDFC ବ୍ୟାଙ୍କ ଏବଂ ICICI ବ୍ୟାଙ୍କ ଘରୋଇ ସିଷ୍ଟମଲିକାଲି ଇମ୍ପୋର୍ଟଣ୍ଟ...

ପ୍ରଥମ ଚାକିରିରୁ ଏହିଥିରେ କରନ୍ତୁ ନିବେଶ, ଯୁବପିଢିଙ୍କୁ ମିଳିବ ମୋଟା ଅଙ୍କର ଟଙ୍କା!

ନୂଆଦିଲ୍‌ଲୀ,୧୩।୧୨: ଆଜି ଆପଣ କରୁଥିବା ନିବେଶ କାଲି ଖରାପ ସମୟରେ ଆପଣଙ୍କର ସବୁଠାରୁ ଭଲ ବନ୍ଧୁ। ଏହି କାରଣରୁ ସମସ୍ତେ ସଞ୍ଚୟ ଏବଂ ନିବେଶକୁ ପ୍ରାଥମିକତା...

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri