ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି, ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ପୂଜା ଭେଟି ଘୋଷଣା କରିଛନ୍ତି। ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସରକାରୀ କର୍ମଚାରୀ ଓ ପେନ୍‌ସନ ଭୋଗୀଙ୍କ ପାଇଁ ଏହି ବର୍ଦ୍ଧିତ ଭତ୍ତା ଘୋଷଣା କରିଛନ୍ତି। ୧୧ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ସରକାର । ଜୁଲାଇ ୨୧ରୁ ପିଛିଲା ଭାବେ ବର୍ଦ୍ଧିତ ଭତ୍ତା ଲାଗୁ ହେବ। ଅକ୍ଟୋବର ଦରମାରେ ଏହି ବର୍ଦ୍ଧିତ ଭତ୍ତା ମିଳିବ। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ୪ ଲକ୍ଷ କର୍ମଚାରୀ ଓ ସାଢ଼େ ୩ ଲକ୍ଷ ପେନ୍‌ସନ୍‌ ଭୋଗୀ ଉପକୃତ ହେବେ। ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮%ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ଜୁଲାଇ ପହିଲାରୁ ପିଛିଲା ଭାବରେ ୧୧%ମହଙ୍ଗା ଭତ୍ତା ଲାଗୁ ହେବ। ବକେୟା ୩ ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri