ବ୍ରେଡ୍ ବା ପାଉଁରୁଟି ଗରିବରୁ ଧନୀ ଯାଏ ସମସ୍ତେ ଖାଆନ୍ତି। ତେବେ ଜାଣି ଆଶ୍ଚର୍ଯ୍ୟ ହେବେ ଏମିତି ବି ଏକ ବ୍ରେଡ ଅଛି, ଯାହାକୁ ଖାଇବା ସାଧାରଣ ମଣିଷ ଲାଗି ସାତ ସପନ। କାରଣ ଏହା ହେଉଛି ପୃଥିବୀର ସବୁଠାରୁ ଦାମୀ ବ୍ରେଡ; ଯାହାର ନାଁ ଗୋଲ୍ଡ ଲିଫ୍ ବ୍ରେଡ। ଏହାର ମୂଲ୍ୟ ୧୨୦.୭୩ ଡଲାର ବା ୧୦ ହଜାର ଟଙ୍କା । ସ୍ପେନ, ଆଣ୍ଡାଲୁସିଆର ବେକର୍ ମୋରେନୋ ଏହାକୁ ତିଆରି କରିଛନ୍ତି। ୭୦ ବର୍ଷର ତାଙ୍କର ଏହି ଫ୍ୟାମିଲି ବେକେରୀରେ ସେମାନେ ୫୦ ଭିନ୍ନ ଭିନ୍ନ ପ୍ରକାରର ବ୍ରେଡ ତିଆରି କରନ୍ତି। ତେବେ ଏହି ଗୋଲ୍ଡ ଲିଫ୍ ବ୍ରେଡ୍ରେ ମୋରେନୋ ୨୫୦ ମି.ଗ୍ରା.ର ଗୋଲ୍ଡ ଡଷ୍ଟ ବ୍ୟବହାର କରିଥାନ୍ତି; ଯାହାକି ଏହି ବ୍ରେଡକୁ ସ୍ବତନ୍ତ୍ର କରେ। ଆଉ ଏହାର ମୂଲ୍ୟ ଆକାଶ ଛୁଆଁ କରାଏ।
ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…
ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…
ରୋଜଗାରର ପହିଲି ପୁଲକ ପାଇଥିଲି ବାପାଙ୍କ ଖୁସିରୁ: ନଳିନୀକାନ୍ତ ନାୟକ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି …
ଦୀର୍ଘ ବର୍ଷର ବ୍ୟବଧାନ ପରେ ଯେତେବେଳେ ନିଜ ପ୍ରଥମ ରୋଜଗାର ବିଷୟରେ କିଛି ଲେଖିବାକୁ ଯାଉଛି, ମୁଁ ବେଶ୍ ଭାବପ୍ରବଣ ହୋଇ ପଡୁଛି। ମୋ ପିଲାଦିନ କଟିଗଲା…
ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ
ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…
ଯୁଦ୍ଧ ଭିତରେ ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ: ଭାରତ ଉପରେ ପଡିବ ସାଂଘାତିକ ପ୍ରଭାବ!
ବୁଲଗେରିଆର ରହସ୍ୟମୟୀ ବାବା ଭେଙ୍ଗାଙ୍କ (Baba Vanga) ୨୦୨୬ ପାଇଁ ଯେଉଁ ଭବିଷ୍ୟବାଣୀ ଏବେ ତାହା ସତ ହେବାରେ ଲାଗିଛି! ବିଶେଷ କରି ଆମେରିକା, ଇସ୍ରାଏଲ ଏବଂ…
ପ୍ରକୃତିର ଅଜବ କାରନାମା: ବିନା ବିଶ୍ରାମରେ ୧୧ ଦିନରେ ୧୩,୫୬୦ କିଲୋମିଟର ଉଡ଼ିଲା ଏହି ପକ୍ଷୀ
ନୂଆଦିଲ୍ଲୀ,୧୨ା୩: ଆପଣମାନେ ଅନେକ ଦୂରଗାମୀ ବିମାନ ଯାତ୍ରା ବିଷୟରେ ଶୁଣିଥିବେ, କିନ୍ତୁ ଆଜି ଆମେ ଆପଣଙ୍କୁ ଏମିତି ଏକ ପକ୍ଷୀ ବିଷୟରେ କହିବୁ ଯାହା କୌଣସି ସୁପରମ୍ୟାନ୍ଠାରୁ…
ହୋଟେଲ ରୁମ୍ କିମ୍ବା ଚେଞ୍ଜିଂ ରୁମ୍ରେ ଅଛି କି ‘Hidden Camera’? ଏଭଳି ଉପାୟରେ କରନ୍ତୁ ଚିହ୍ନଟ, ନହେଲେ ରେକର୍ଡ ହୋଇଯିବ…
ଭୁବନେଶ୍ୱର,୬।୩: ଆଜିର ସମୟରେ ଟେକ୍ନୋଲୋଜି ଯେତିକି ଦ୍ରୁତ ଗତିରେ ଆଗକୁ ବଢ଼ୁଛି, ସେତିକି ପ୍ରାଇଭେସି ବା ଗୋପନୀୟତାକୁ ନେଇ ଚିନ୍ତା ମଧ୍ୟ ବଢ଼ିବାରେ ଲାଗିଛି। ଅନେକ ସମୟରେ…
ଧ୍ୱଂସ ହୋଇଯିବ ବିଶ୍ୱ! ଇସ୍ରାଏଲରେ ଏକ ଲାଲ ବାଛୁରୀ ଜନ୍ମ ହେବା ପରେ ଆତଙ୍କ ସୃଷ୍ଟି, ଭବିଷ୍ୟବାଣୀ କରିଥିଲେ…
ଇତିହାସରେ, ବିଶ୍ୱର ଶେଷ ବିଷୟରେ ଅନେକ ଭବିଷ୍ୟବାଣୀ କରାଯାଇଛି, ଯାହା ମଧ୍ୟରୁ ଅଧିକାଂଶ ସମ୍ପୂର୍ଣ୍ଣ ଭିତ୍ତିହୀନ। ଏହାର ଏକ ଉଲ୍ଲେଖନୀୟ ଉଦାହରଣ ୨୦୧୨ରେ ଥିଲା, ଯେତେବେଳେ ଦାବି…
ବୈଜ୍ଞାନିକଙ୍କ ବଡ଼ ଚେତାବନୀ, ଏହି ସ୍ଥାନରେ ଆକାଶରୁ ହେବ ରକ୍ତ ବର୍ଷା, ପରେ ବିଶ୍ୱରେ ଘଟିବ…
ବୈଜ୍ଞାନିକମାନେ ଏକ ବଡ଼ ଚେତାବନୀ ଦେଇଛନ୍ତି। ସେମାନେ କହିଛନ୍ତି, ଆଗାମୀ ଦିନରେ ପରିସ୍ଥିତି ଗମ୍ଭୀର ହେବାକୁ ଯାଉଛି। କୋପର୍ନିକସ ଆଟମୋସ୍ଫିଅର୍ ମନିଟରିଂ ସର୍ଭିସ (CAMS)ର ବିଶେଷଜ୍ଞଙ୍କ ଅନୁଯାୟୀ,…
Archives

