Posted inଫୁରସତ

ଦୁଇଟି ଖରଭୁଜ ଦାମ୍‌ରେ କିଣିପାରିବେ ଦାମୀ କାର୍‌, ଜାଣନ୍ତୁ ଏହାର ସ୍ବତନ୍ତ୍ରତା

ବିଶେଷକରି ଗ୍ରୀଷ୍ମଋତୁରେ ଖରଭୁଜ ବଜାରରେ ପ୍ରଚୁର ମାତ୍ରାରେ ବିକ୍ରି ହୋଇଥାଏ। ଏହି ଫଳ ଡି-ହାଇଡ୍ରେସନକୁ ରୋକିଥାଏ। କାରଣ ଏଥିରେ ୯୫ ପ୍ରତିଶତ ଜଳ ରହିଛି। ଆହୁରି ମଧ୍ୟ, ଏହି ଫଳରୁ ଅନେକ ପ୍ରକାରର ଭିଟାମିନ୍‌ ଏବଂ ମିନେରାଲ୍ସ ମିଳିଥାଏ। ଯେଉଁଥିପାଇଁ ଏହାର ଭଲ ଚାହିଦା ଥାଏ। ସମ୍ପ୍ରତି ଜାପାନରେ ଏକ ନିର୍ଦ୍ଦିଷ୍ଟ ପ୍ରଜାତିର ଦୁଇଟି ତରଭୁଜ ପ୍ରାୟ ୧୮ ଲକ୍ଷ ଲକ୍ଷ ଟଙ୍କାରେ ବିକ୍ରି ହୋଇଛି। ତେବେ ଜାଣନ୍ତୁ ଏହାର ସ୍ବତନ୍ତ୍ରତା ବିଷୟରେ…

ଜାପାନରେ ୟୁବାରୀ ଖରଭୁଜର ବହୁତ ଚାହିଦା ରହିଛି। ଏହି ଖରଭୁଜଗୁଡ଼ିକ ପ୍ରତିବର୍ଷ ଜାପାନରେ ନିଲାମ କରାଯାଏ। ଚଳିତବର୍ଷ ମଧ୍ୟ ଜାପାନର ଉତ୍ତର ହକ୍କାଇଡୋରେ ୨୭ ଲକ୍ଷ ୟେନ (୧୮ଲକ୍ଷ)ରେ କେବଳ ଦୁଇଟି ୟୁବାରୀ ଖରଭୁଜ କିଣାଯାଇଛି। ଏହି ନିଲାମର ଆୟୋଜକମାନେ କହିଛନ୍ତି ଯେ, ସମାନ ଆକାରର ଏହି ଖରଭୁଜ ସ୍ବାଦ ଏବଂ ଉଚ୍ଚ ଗୁଣ ପାଇଁ ବେଶ ପ୍ରସିଦ୍ଧ।


ଦୁନିଆର ସବୁଠାରୁ ମହଙ୍ଗା ଫଳ ମଧ୍ୟରୁ ୟୁବାରୀ ଖରଭୁଜ ଜାପାନର ୟୁବାରୀ ଅଞ୍ଚଳରେ ଚାଷ କରାଯାଏ। ଫଳର ଆକାର ଦେଖି ଏଠାରେ ଥିବା କୃଷକମାନେ ସୌନ୍ଦର୍ଯ୍ୟ ବିଷୟରେ ବହୁତ ସଚେତନ। ଭଲ ମୂଲ୍ୟରେ ନିଲାମ ପାଇଁ ଏହି ଫଳଗୁଡିକ ଅତି ଗୋଲାକାର ଏବଂ ସୁନ୍ଦର ହେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri