ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌

କଟକ,୧।୧୦: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି। ତଳକୋର୍ଟ ରାୟ ବିରୋଧରେ ପ୍ରତାପ ହାଇକୋର୍ଟ ଯାଇଥିଲେ।

ସୂଚନାଯୋଗ୍ୟ, ଡବଲ ମର୍ଡର ମାମଲାରେ ପ୍ରତାପ ଜେନା ୧୩ ନମ୍ବର ମୁଦାଲା ଥିଲେ। ଚାର୍ଜସିଟ୍‌ରେ ପ୍ରତାପଙ୍କ ନାଁ ନ ଥିବାରୁ ପୁନଃ ତଦନ୍ତ ନିର୍ଦ୍ଦେଶ ହୋଇଥିଲା।ସାଲେପୁର କୋର୍ଟଙ୍କ ପୁନଃ ତଦନ୍ତ ନିର୍ଦ୍ଦେଶ ପରେ ପୋଲିସ ନାଁ ଯୋଡ଼ିଥିଲା। ତଳକୋର୍ଟରେ ତାଙ୍କ ନାଁ ଯୋଡ଼ାଯିବା ପରେ ପ୍ରତାପ ହାଇକୋର୍ଟ ଯାଇଥିଲେ। ତେବେ ହାଇକୋର୍ଟ ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଛନ୍ତି। କୋର୍ଟଙ୍କ ରାୟ ପରେ ଏକ୍ସ ଜରିଆରେ ପ୍ରତିକ୍ରିୟା ରଖି ପ୍ରତାପ କହିଛନ୍ତି, ସତ୍ୟର ସବୁବେଳେ ଜୟ ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଡାଉନ ହେଲା Instagram, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୫।୨: ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଡାଉନ୍ । ହଜାର ହଜାର ୟୁଜର୍ସ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅଭିଯୋଗ କରିଥିଲେ । ବୁଧବାର ସକାଳେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri