ନିର୍ବନ୍ଧରେ ସବୁଠୁ ଦାମୀ ମୁଦି ପିନ୍ଧିଥିଲେ ଏହି ଅଭିନେତ୍ରୀ, ବିରୁଷ୍କା ବି ପଛରେ

୨୦୧୬ରେ ଆମୀର ଖାନଙ୍କ ସୁପରହିଟ ଚଳଚ୍ଚିତ୍ର ‘ଗଜିନରେ’ ଅଭିନୟ କରିଥିଲେ ଅଭିନେତ୍ରୀ ଆସିନ ଥଟ୍ଟୁମକାଲ। ସେ ଦକ୍ଷିଣ ଭାରତର ସବୁଠାରୁ ଦାମୀ ଅଭିନେତ୍ରୀ ଭାବେ ମଧ୍ୟ ବେଶ୍‌ ପରିଚିତ। ତେବେ ନିର୍ବନ୍ଧ ମୁଦି ପାଇଁ ମଧ୍ୟ ଆସିନ୍‌ ଚର୍ଚ୍ଚାକୁ ଆସିଥିଲେ। କୁହାଯାଏ ଆସିନଙ୍କ ନିର୍ବନ୍ଧ ମୁଦି ସବୁ ସେଲବ୍ରେଟିଙ୍କଠାରୁ ମହଙ୍ଗା। ଏପରିକି ଭାରତୀୟ କ୍ରିକେଟ ଦଳର ଅଧିନାୟକଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ନିର୍ବନ୍ଧ ମୁଦିଠାରୁ ଢେର୍‌ ଗୁଣ ଅଧିକ। ୨୦୧୬ରେ ସେ ବ୍ୟବସାୟୀ ରାହୁଲ ଶର୍ମାଙ୍କୁ ବିବାହ କରିଥିଲେ। ଆସୀନ ତାଙ୍କ ନିର୍ବନ୍ଧରେ ୬ କୋଟି ଟଙ୍କା ମୂଲ୍ୟର ୨୦ କ୍ୟାରେଟ ସଲିଟାୟାର୍‌ ରିଙ୍ଗ ପିନ୍ଧିଥିଲେ। ତାଙ୍କ ନିର୍ବନ୍ଧ ରିଙ୍ଗ ସବୁଠାରୁ ମହଙ୍ଗା ବୋଲି କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡ ନୁଆଁଇଲା ଶେହବାଜ ସରକାର, ପାକିସ୍ତାନର ସବୁଠାରୁ ବଡ଼ ନ୍ୟୁଜ ଚ୍ୟାନେଲ ଜିଓ ନ୍ୟୁଜ ଉପରେ ଲଗାଇଲା ପ୍ରତିବନ୍ଧକ, ଜାଣନ୍ତୁ କାହିଁକି

ଇସଲାମାବାଦ,୨୮।୬: ପାକିସ୍ତାନରେ ଗଣମାଧ୍ୟମ ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପାକିସ୍ତାନ ସରକାର ଦେଶର ସବୁଠାରୁ ବଡ଼ ନ୍ୟୁଜ ଚ୍ୟାନେଲଗୁଡ଼ିକ ମଧ୍ୟରୁ ଗୋଟିଏ, ଜିଓ ନ୍ୟୁଜର…

ଅର୍ଦ୍ଧନିର୍ମିତ ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଜମି ହରାଇଥିବା ଚାଷୀଙ୍କ ହୋହଲ୍ଲା

କେସିଙ୍ଗା, ୨୮।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିରା ଗ୍ରାମ ପଞ୍ଚାୟତର କୁର୍ଲୁପଡ଼ାଠାରେ ନିର୍ମାଣାଧୀନ ଏମ୍‌ଏସ୍‌ଏମ୍‌ଇ (MSME) ପାର୍କକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କରାଚୀରେ ବଡ଼ ଆତଙ୍କବାଦୀ ଆକ୍ରମଣ: ୬ ଆତଙ୍କବାଦୀଙ୍କ ସହ ୪ ରେଞ୍ଜର୍ସ ନିହତ

କରାଚୀ,୨୮।୬: ଶନିବାର ରାତିରେ ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଆତଙ୍କବାଦୀମାନେ ସିନ୍ଧ ରେଞ୍ଜର୍ସ ମୁଖ୍ୟାଳୟ ଉପରେ ଆକ୍ରମଣ କରିଥିଲେ।…

ତେହରାନକୁ ଗମ୍ଭୀର ପରିଣାମ ଭୋଗିବାକୁ ଚେତାବନୀ ଦେଲେ ଟ୍ରମ୍ପ, କହିଲେ, ‘ଆମେରିକା ଏପର୍ଯ୍ୟନ୍ତ ସଂଯମତା ଅବଲମ୍ବନ କରିଛି..’

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ କଡ଼ା ଚେତାବନୀ ଦେଇ କହିଛନ୍ତି ଯେ ଯଦି ଇରାନ…

ଏଇ ଭାରତରେ

ବୁଲା କୁକୁର, ଗାଈ ଓ ବାଛୁରିଙ୍କୁ ରୁଟି ଖାଇବାକୁ ଦେଉଛନ୍ତି ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦର ଗୌତମ ଯାଦବ। ସେ ଠେଲାଗାଡ଼ିରେ ପ୍ରତିଦିନ ସନ୍ଧ୍ୟାରେ ଘରକୁ ଘର…

ମହାବିଲୁପ୍ତି ପଥେ

ବର୍ତ୍ତମାନ ଷଷ୍ଠ ମହାବିଲୁପ୍ତି ପ୍ରକ୍ରିୟାର ଅୟମାରମ୍ଭ ଘଟିଲାଣି ବୋଲି ମତ ଦେଉଛନ୍ତି କେତେକ ପରିବେଶ ବିଜ୍ଞାନୀ। ସେଥିପାଇଁ ପୃଥିବୀର ପରିସଂସ୍ଥା ଦ୍ରୁତ ଅବକ୍ଷୟିତ ହୋଇଚାଲିଛି ଏବଂ ପରିଣାମସ୍ବରୂପ,…

ସକାଳୁ ସକାଳୁ ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୬.୧

ଟୋକିଓ,୨୮।୬: ରବିବାର ସକାଳେ ଉତ୍ତର-ପୂର୍ବ ଜାପାନରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ୬.୧ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା; କିନ୍ତୁ, କୌଣସି ସୁନାମି ଚେତାବନୀ ଜାରି…

ଯୋଜନାର ଅଧୋଗତି

ଭାରତର ସ୍ବାଧୀନତା ପରେ ଯେଉଁ ପଞ୍ଚବାର୍ଷିକ ଯୋଜନା ପ୍ରବର୍ତ୍ତନ କରାଯାଇଥିଲା ତା’ର ଅଧୋଗତି କାହିଁକି ଘଟିଲା? ୧୯୧୭ରେ ସୋଭିଏଟ ରୁଷ ପ୍ରଥମେ ପଞ୍ଚବାର୍ଷିକ ଯୋଜନା ପ୍ରଣୟନ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri