ନୂଆବର୍ଷରେ ମହଙ୍ଗା ମାଡ଼, ଗ୍ୟାସ ସିଲିଣ୍ଡର ଦାମ ବଢ଼ିଲା…

ନୂଆଦିଲ୍ଲୀ,୧।୧ : ୨୦୨୩ ମସିହାରେ ନୂତନ ବର୍ଷ ପାଳନ କରୁଥିବା ଲୋକମାନେ ସକାଳୁ ମୁଦ୍ରାସ୍ଫୀତିର ଝଟକା ଲାଗିଛି। ବାସ୍ତବରେ ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୨୫ ଟଙ୍କା ବୃଦ୍ଧି ପାଇଛି। ଏହି ବୃଦ୍ଧି ପରେ ୧୯ କିଲୋଗ୍ରାମର ବ୍ୟବସାୟିକ ସିଲିଣ୍ଡର ବର୍ତ୍ତମାନ ଦିଲ୍ଲୀରେ ୧,୭୬୮ ଟଙ୍କା,ମୁମ୍ବାଇରେ ୧,୭୨୧, କୋଲକାତାରେ ୧,୮୭୦ ଟଙ୍କା ଏବଂ ଚେନ୍ନାଇରେ ୧,୯୭୧ ଟଙ୍କାକୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri