Posted inଜାତୀୟ

ଶତ୍ରୁତା ଯୋଗୁ ସ୍ବାହା ହେଲା ୧ କୋଟି ଟଙ୍କାର ମହଙ୍ଗା ଗାଡ଼ି: ଦେଖନ୍ତୁ ଭିଡିଓ

ହାଇଦ୍ରାବାଦ,୧୬।୪: ଲମ୍ବୋର୍ଗିନି ବିଶ୍ୱର ଦ୍ରୁତତମ ଏବଂ ମହଙ୍ଗା କାର ଭାବରେ ଜଣାଶୁଣା । ଅବଶ୍ୟ, ନିକଟରେ ଲମ୍ବୋର୍ଗିନି ଏହାର ଗତି ବ୍ୟତୀତ ଅନ୍ୟ କୌଣସି କାରଣରୁ ଲାଇମଲାଇଟକୁ ଆସିଥିଲା। ବାସ୍ତବରେ ତେଲଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଏକ ଲମ୍ବୋର୍ଗିନି କାରରେ ନିଆଁ ଲାଗିଯାଇଥିଲା। ଏହାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି, ଯେଉଁଥିରେ କାରଟି ଜଳୁଥିବା ଦେଖିବାକୁ ମିଳିଛି। କୁହାଯାଇଛି ଯେ ନିଆଁ ଲଗାଇ ଦେଇଥିବା ଅଭିଯୁକ୍ତ କାର ମାଲିକଙ୍କ ନିକଟରୁ କିଛି ଟଙ୍କା ପାଇବାର ଥିଲା। ହେଲେ ଏହା ନ ମିଳିବାରୁ ସେ ଏହି ଦାମି କାରକୁ ବିଚ ରାସ୍ତାରେ ନିଆଁ ଲଗାଇ ଦେଇଛନ୍ତି।

ସୋମବାର ହାଇଦ୍ରାବାଦ ପୋଲିସ କହିଛି ଯେ ପୁରୁଣା କାର କିଣିବା ଏବଂ ବିକ୍ରୟ ସହ ଜଡିତ ଜଣେ ବ୍ୟକ୍ତିଙ୍କର ଲମ୍ବୋର୍ଗିନି କାର ମାଲିକଙ୍କ ସହ ବିବାଦ ହୋଇଥିଲା। ଏହା ପରେ ସେହି ବ୍ୟକ୍ତି କିଛି ଲୋକଙ୍କ ସହ ମିଶି ଏହି ମହଙ୍ଗା ଗାଡ଼ିଟିକୁ ରାସ୍ତାରେ ନିଆଁ ଲଗାଇ ଦେଇଥିଲେ। ପୋଡି ଯାଇଥିବା ଲମ୍ବୋର୍ଗିନି କାରର ମୂଲ୍ୟ ୧ କୋଟି ଟଙ୍କା ହେବ। ମିଳିଥିବା ସୂଚନା ଅନୁଯାୟୀ, ଏହି ଘଟଣା ହାଇଦ୍ରାବାଦର ପହରୀ ସରିଫ ଅଞ୍ଚଳରେ ଘଟିଛି। ଉକ୍ତ ଅଞ୍ଚଳର ବିମାନବନ୍ଦର ରୋଡରେ କାରଟି ଜଳିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri