ଜୁନ ୪ ନବୀନ ସରକାରଙ୍କ ଏକ୍ସପାଏରୀ ଡେଟ୍‌: ମୋଦି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୪: ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ଏକ ସାକ୍ଷାତକାରରେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି। ସବୁଠୁ ଚିନ୍ତାର ବିଷୟ, ଓଡ଼ିଶାର ପୂରା ବ୍ୟବସ୍ଥାକୁ ବନ୍ଧକ ରଖାଯାଇଛି। ଓଡ଼ିଶା ସେହି ବନ୍ଧନରୁ ବାହାରିଲେ ସମୃଦ୍ଧ ହେବ ମୋଦି କହିଛନ୍ତି।
ମୋଦି ଆହୁରି ମଧ୍ୟ କହିଛନ୍ତି, ଓଡ଼ିଶା ପ୍ରାକୃତିକ ସଂପଦରେ ଭରପୂର, କିନ୍ତୁ ଲୋକେ ଗରିବ। ଏଥିପାଇଁ ରାଜ୍ୟ ସରକାର ଦାୟୀ, ଲୋକଙ୍କୁ ନ୍ୟାୟ ମିଳୁନି। ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି। ଓଡ଼ିଶାର ଭାଗ୍ୟ ବଦଳିବ, ସେଠାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛ। ଜୁନ ୪ ବର୍ତ୍ତମାନର ଓଡ଼ିଶା ସରକାରଙ୍କ ଏକ୍ସପାଏରୀ ତାରିଖ। ଜୁନ ୧୦ରେ ଓଡ଼ିଶାରେ ଭାଜପା ମୁଖ୍ୟମନ୍ତ୍ରୀ ଶପଥ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri