Posted inଜାତୀୟ

ଟୁଇଟରକୁ ପ୍ରଶ୍ନ: କାହିଁକି ବନ୍ଦ କରିଥିଲ କେନ୍ଦ୍ରମନ୍ତ୍ରୀଙ୍କ ଆକାଉଣ୍ଟ

ନୂଆଦିଲ୍ଲୀ,୨୯।୬: କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଓ ବିରୋଧୀ ଏମ୍‌ପି ଶଶି ଥରୁରଙ୍କ ଆକାଉଣ୍ଟକୁ କାହିଁକି ଲକ୍‌ କରାଯାଇଥିଲା? ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ ଟୁଇଟରକୁ ଉପରୋକ୍ତ ପ୍ରଶ୍ନ କରିଛି କଂଗ୍ରେସ ନେତା ଥରୁରଙ୍କ ନେତୃତ୍ୱାଧୀନ ସୂଚନା ଓ ପ୍ରଯୁକ୍ତିବିଦ୍ୟା ସମ୍ପର୍କୀତ ସଂସଦୀୟ କମିଟି। ଏହାର ଉତ୍ତର ରଖିବା ପାଇଁ ଟୁଇଟରକୁ ଦୁଇ ଦିନ ସମୟ ଦିଆଯାଇଛି। ଏଥି ସହ ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକ ଓ ଗୁଗୁଲକୁ ଦେଶର ନୂଆ ଆଇଟି ଆଇନ ପାଳନ କରିବାକୁ ଦିଆଯାଇଛି ନିର୍ଦ୍ଦେଶ।

ଗତ ଶୁକ୍ରବାର ଆଇନ ମନ୍ତ୍ରୀଙ୍କ ଟୁଇଟର ଆକାଉଣ୍ଟକୁ ଏକ ଘଣ୍ଟା ପାଇଁ ଲକ୍‌ କରି ଦିଆଯାଇଥିଲା। ଆମେରିକାର ଡିଜିଟାଲ ମିଲେନିୟମ କପିରାଇଟ୍‌ ଆଇନ (ଡିଏମ୍‌ସିଏ) ଅଧୀନରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଦର୍ଶାଇଥିଲା ଟୁଇଟର। କଂଗ୍ରେସ ଏମ୍‌ପି ଥରୁରଙ୍କ ଭଳି ଅନ୍ୟ ନେତା ସମାନ ଅସୁବିଧାର ସମ୍ମୁଖୀନ ହୋଇଥିବା ଦାବି କରିଥିଲେ। କେଉଁ ନିୟମ ଆଧାରରେ ଉକ୍ତ ଦୁଇ ଆକାଉଣ୍ଟକୁ ଲକ୍‌ କରାଯାଇଥିଲା, ତାହାର ସମ୍ପୂର୍ଣ୍ଣ ତଥ୍ୟ ଟୁଇଟରଠାରୁ ମଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri