Posted inଖେଳ

ପାକିସ୍ତାନ କ’ଣ ଏବେ ବି ସେମିଫାଇନାଲରେ ପହଞ୍ଚିପାରିବ? ଜାଣନ୍ତୁ ବିଶ୍ୱକପ୍‌ର ସମୀକରଣ…

ନୂଆଦିଲ୍ଲୀ,୨୪।୧୦: ବିଶ୍ୱକପ୍‌ ୨୦୨୩ରେ ପାକିସ୍ତାନର ସେମିଫାଇନାଲରେ ପହଞ୍ଚିବାର ରାସ୍ତା କଠିନ ହେବାରେ ଲାଗିଛି। ସେମବାର ଆଫଗାନିସ୍ତାନଠାରୁ ପରାଜିତ ହେବା ପରେ ଦଳର ଅଡ଼ୁଆ ବଢ଼ିଛି। ଦଳ ଏବେ ପଏଣ୍ଟ ତାଲିକାର ୫ମ ସ୍ଥାନରେ ପହଞ୍ଚିଛି। ଏଯାବତ ପାକିସ୍ତାନ କେବଳ ୨ ମ୍ୟାଚ୍‌ ଜିତିଥିବା ବେଳେ ୪ ପଏଣ୍ଟ ପାଇଛି।

ବିଶ୍ୱକପ୍‌ର ସେମିଫାଇନାଲରେ ସହଜରେ ପହଞ୍ଚିବା ଲାଗି ଦଳକୁ ୧୪ ପଏଣ୍ଟର ଆବଶ୍ୟକତା ଥିଲା। ଏଭଳି ସ୍ଥିତିରେ ମାତ୍ର ୪ ମ୍ୟାଚ ବାକି ରହିଛି। ଯଦି ସବୁଥିରେ ପାକିସ୍ତାନ ବିଜେତା ହୁଏ ତେବେ ମୋଟ ପଏଣ୍ଟ ୧୨ ହେବ। ଏହାକୁ ଦେଖିଲେ ଦଳର ଭାଗ୍ୟ ୪ର୍ଥ ସ୍ଥାନରେ ରହିଥିବା ଦଳ ଉପରେ ନିର୍ଭର କରିବ ବୋଲି କୁହାଯାଉଛି। ଯଦି ପାକିସ୍ତାନ ବାକିଥିବା ୪ ମ୍ୟାଚ୍‌ ଭଲ ନେଟ୍‌ ରନ୍‌ରେଟ୍‌ ସହ ଜିତିଯାଏ ତେବେ ୧୨ ପଏଣ୍ଟ ହେବ। ୪ର୍ଥ ସ୍ଥାନରେ ଥିବା ଟିମ୍‌ ମ୍ୟାଚ୍‌ ହାରିଗଲେ ନଚେତ ୩ରୁ ଅଧିକ ଟିମ୍‌ର ୧୪ ପଏଣ୍ଟ ହେଲେ ନେଟ୍‌ ରନ୍‌ରେଟ ହିସାବରେ ଦଳ ସେମିଫାଇଲ ଟିକେଟ ହାସଲ କରିପାରେ।

ପ୍ରକାଶ ଯେ, ଅକ୍ଟୋବର ୨୭ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପାକିସ୍ତାନ ଆଗାମୀ ମ୍ୟାଚ୍‌ ଖେଳିବ। ଏହାପରେ ଅକ୍ଟୋବର ୩୧ରେ ଦଳ ବାଲାଂଦେଶ, ନଭେମ୍ବର ୪ରେ ନ୍ୟୁଜିଲାଣ୍ଡ, ନଭେମ୍ବର ୧୧ରେ ଇଂଲଣ୍ଡ ସହ ମୁହାଁମୁହିଁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri