Posted inଜାତୀୟ

ମହରୌଲିରେ ଆଇଜିଏଲ ଗ୍ୟାସ ପାଇପ ଲାଇନରେ ଲିକେଜ ପରେ ବିସ୍ଫୋରଣ, ଜଣେ ନିହତ

ନୂଆଦିଲ୍ଲୀ,୨୭ ।୫: ମହରୌଲିର ଛତରପୁର ସ୍ଥିତ ରାଜପୁର ଖୁର୍ଦ ଫେଜ-ୱାନରେ ଗୁରୁବାର ରାତିରେ ଆଇଜିଏଲ ଗ୍ୟାସ ପାଇପ ଲାଇନରେ ଲିକେଜ ପରେ ବିସ୍ଫୋରଣ ହୋଇଛି । ବ୍ଲାଷ୍ଟ ପରେ ସେଠାରେ ଥିବା କୋଠାରେ ନିଆଁ ଲାଗିଯାଇଛି । ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ନିକଟରେ ଥିବା କୋଠାର ତୃତୀୟ ମହଲା କାନ୍ଥ କ୍ଷତିଗ୍ରସ୍ତ ହୋଇଛି । ଏହାସହ ତୃତୀୟ ମହଲାରେ ଥିବା ଜଣେ ବ୍ୟକ୍ତି ଏଥିରେ ଆହତ ହୋଇଛନ୍ତି । ସୂଚନା ମିଳିବା ପରେ ଦମକଳ ବିଭାଗର ୫ ଗାଡି ଘଟଣା ସ୍ଥଳରେ ପହଞ୍ଚି ନିଆଁ ଲିଭାଇଥିଲେ ।
ଏଥିରେ ଆହତ ହୋଇଥିବା ଅନିଲଙ୍କୁ ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କର ଅବସ୍ଥା ଗୁରୁତର ଥିବା କୁହାଯାଉଛି । ପୋଲିସ ଘଟଣାର ଯାଞ୍ଚ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri