କାବୁଲ ସେନା ହସ୍ପିଟାଲ ନିକଟରେ ବିସ୍ଫୋରଣ: ୧୯ ମୃତ, ୫୦ ଆହତ

କାବୁଲ,୨ ।୧୧: ଆଫଗାନିସ୍ତାନର ରାଜଧାନୀ କାବୁଲରେ ପୁଣିଥରେ ବିସ୍ଫୋରଣର ଶବ୍ଦ ଶୁଭିଛି । ମିଳିଥିବା ସୂଚନା ଅନୁଯାୟୀ, ବିସ୍ଫୋରଣରେ ୧୯ଜଣଙ୍କ ମୃତ୍ୟୁ ହେବା ସହ ୫୦ ଆହତ ହୋଇଛନ୍ତି । ନ୍ୟୁଜ ଏଜେନ୍ସି ଏଏଫ୍‌ପିର ସୂଚନା ଅନୁଯାୟୀ, କାବୁଲ ସହରର ସରଦାର ମହମ୍ମଦ ଦାଉଦ ଖାନ ମିଲିଟ୍ରି ହସ୍ପିଟାଲ ନିକଟରେ ମଙ୍ଗଳବାର ଦୁଇଟି ବିସ୍ଫୋରଣ ହୋଇଛି । ଏହାପରେ ଗୁଳି ଫୁଟିବାର ଶବ୍ଦ ମଧ୍ୟ ଶୁଭିଛି । ଘଟଣାସ୍ଥଳ ନିକଟରେ ରହୁଥିବା ଲୋକଙ୍କ ଦ୍ୱାରା ଶେୟାର କରାଯାଇଥିବା ଫଟୋରୁ ବିସ୍ଫୋରଣ ପରେ ଧୂଆଁ ଉଠୁଥିବା ନଜର ଆସିଛି ।
ଏହି ଘଟଣାକୁ ନେଇ ତାଲିବାନ ପ୍ରବକ୍ତା ବିଲାଲ କରିମି ଏସୋସିଏଟେଡ ପ୍ରେସ(ଏପି)କୁ କହିଛନ୍ତି କାବୁଲର ସରଦାର ମହମ୍ମଦ ଦାଉଦ ଖାନ ସେନା ହସ୍ପିଟାଲ ବାହାରେ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରି ବିସ୍ଫୋରଣ କରାଯାଇଛି । ତେବେ ଘଟଣାସ୍ଥଳରେ ଆଉ ଏକ ବିସ୍ଫୋରଣ ହୋଇଥିବା କଥା ସେ କହି ନାହାନ୍ତି । ଏଥିପାଇଁ କୌଣସି ସଙ୍ଗଠନ ନିଜକୁ ଦାୟୀ କରି ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

ମମତାଙ୍କ ଗୋଷ୍ଠୀକୁ ହାଇକୋର୍ଟରୁ ବଡ଼ ଝଟକା: ବିଧାନସଭା ବିରୋଧୀ ଦଳ ନେତା ରହିବେ…

କୋଲକାତା,୧୮।୮: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳ ନେତା ନିଯୁକ୍ତି ମାମଲାରେ କୋଲକାତା ହାଇକୋର୍ଟ କୌଣସି ବି ଅନ୍ତରୀଣ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦…

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ…

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri