ବାଣ କାରିଗରଙ୍କ ଘରେ ଭୟଙ୍କର ବିସ୍ଫୋରଣ: ମହିଳା ଗୁରୁତର ହୋଇ…

ନିଶ୍ଚିନ୍ତକୋଇଲି,୧୨ା୧୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ନତକାଇ ଗ୍ରାମରେ ବାଣ ବିସ୍ଫୋରଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ନତକାଇ ଗ୍ରାମର ଜଣାଶୁଣା ବାଣ କାରିଗର ଭାଗ୍ୟଧର ମଳିକଙ୍କ ଘରେ ବୁଧବାର ମଧ୍ୟାହ୍ନରେ ଆକସ୍ମିକ ଭାବେ ବାଣ ବିସ୍ଫୋରଣ ଘଟିଥିଲା। ଏହି ବାଣ ବିସ୍ଫୋରଣରେ ପ୍ରଭାସିନୀ ମଳିକ (୩୩) ଗୁରୁତର  ହୋଇଛନ୍ତି। ସଂକଟାପନ୍ନ ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ଦେହର ଶତକଡ଼ା ୭୫ ଭାଗ ପୋଡ଼ିଯାଇଥିଲା ବେଳେ ତାଙ୍କ ଘରଟି ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ନିଶ୍ଚିନ୍ତକୋଇଲି ଦମକଳ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri