Posted inଜାତୀୟ

ମୁଖ୍ୟମନ୍ତ୍ରୀ ନୀତିଶଙ୍କ ସଭାରେ ବିସ୍ଫୋରଣ…

ନାଳନ୍ଦା, ୧୨।୪ : ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଏକ ସଭାରେ ବିସ୍ଫୋରଣ ଘଟିଛି। ମୁଖ୍ୟମନ୍ତ୍ରୀଙ୍କଠାରୁ ୧୫ରୁ ୧୮ ଫୁଟ ଦୂରରେ ଏହି ବିସ୍ଫୋରଣ ଘଟିଛି। କେହିଜଣେ ଶକ୍ତିଶାଳୀ ବାଣରେ ନିଅଁ ଲଗାଇଥିବା କୁହାଯାଉଛି। ତେବେ ବିସ୍ଫୋରଣ ପରେ ସ୍ଥାନୀୟ ଅଞ୍ଚଳରେ ଲୋକେ ଦୌଡ଼ାଦୌଡ଼ି କରିବାରେ ଲାଗିଥିଲେ।

ନାଳନ୍ଦା ଜିଲାର ସିଲାବଠାରେ ଥିବା ଗାନ୍ଧି ହାଇସ୍କୁଲରେ ଏକ କାର୍ଯ୍ୟକ୍ରମ ସମୟରେ କେହି ଜଣେ ବାଣ ଫୁଟାଇଥିଲେ। ପୋଲିସ ଏହି ମାମଲାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ମଞ୍ଚ ପଛରେ ଥିବା ଚାଷ ଜମିରେ ବାଣ ଫୁଟାଯାଇଥିବା କୁହାଯାଉଛି।

ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପାଓ୍ବାପୁରୀ ଯାଇଥିଲେ। ସେଠାରୁ ସେ ସିଲାବରେ ପହଞ୍ଚିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ରାଜଗିରି ଯିବାର କାର୍ଯ୍ୟକ୍ରମ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୯ କୁଳପତିଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ: ରାଜ୍ୟପାଳଙ୍କୁ ଟାର୍ଗେଟ କଲେ ଶିକ୍ଷାମନ୍ତ୍ରୀ…

ଥିରୁଭାନନ୍ତପୁରମ୍‌,୨୪।୧୦ : କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କ ନଅ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଥିବାରୁ ରାଜ୍ୟରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ଆହୁରି...

୨୦୨୩ରେ କରୋନା ପରେ ସବୁଠାରୁ ବଡ ବିପଦ ହେବ ସୁପରବଗ, ପ୍ରତିବର୍ଷ  ୧ କୋଟି ଲୋକଙ୍କ ମୃତ୍ୟୁ ହୋଇପାରେ

ନୂଆଦିଲ୍ଲୀ,୩ ।୧: ପ୍ରାୟ ୨ ବର୍ଷ ହେବ କରୋନା ମାହାମାରୀ ଲୋଙ୍କୁ ଶାରୀରିକ ଓ ମାନସିକ ସ୍ତରରେ ଦୁର୍ବଳ କରି ଦେଇଥିବା ବେଳେ ଏବେ ଏହାର...

ସରିଲା ଦ୍ୱିତୀୟ ରାଉଣ୍ଡ ଗଣତି: ୧୦ ରାଜ୍ୟରେ ଦ୍ରୌପଦୀ ଆଗରେ

ନୂଆଦିଲ୍ଲୀ,୨୧।୭: ରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ଭୋଟଗଣନା ଜାରି ରହିଛି। ଇତିମଧ୍ୟରେ ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ହୋଇଛି। ପ୍ରଥମ ଭଳି ଦ୍ୱିତୀୟ ରାଉଣ୍ଡ ଶେଷ...

ଦେଶର ଗରିବ ବିଧାୟକ: ଆକାଉଣ୍ଟରେ ରହିଛି ୧ ଟଙ୍କା…

କୋଲକାତା,୨୩।୭ : ଆସୋସିଏଶନ ଫର ଡେମୋକ୍ରାଟିକ ରିଫର୍ମସ (ଏଡିଆର) ଏବଂ ନ୍ୟାଶନାଲ ଇଲେକ୍ସନ ୱାଚ (ଏନଇଡବ୍ଲୁ) ନିକଟରେ ସମଗ୍ର ଭାରତରେ ରାଜ୍ୟର ବିଧାନସଭା ତଥା କେନ୍ଦ୍ର...

ଉପତ୍ୟକାରେ ବଡ଼ଧରଣର ଆକ୍ରମଣ ଷଡ଼ଯନ୍ତ୍ର:ପାକ୍‌ ଆଣୁଛି ୧୦୦ ଆଫ୍‌ଗାନ ଆତଙ୍କବାଦୀ

ନୂଆଦିଲ୍ଲୀ,୨୩ା୮(ପି.ଟି.):ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତର ନିଷ୍ପତ୍ତିରେ ଛାନିଆ ହୋଇଯାଇଥିବା ପାକିସ୍ତାନ ଉପତ୍ୟକାରେ ବଡ଼ଧରଣର ଆକ୍ରମଣ ଷଡ଼ଯନ୍ତ୍ର ରଚିଛି। ଏଥିପାଇଁ ଆଫଗାନିସ୍ତାନରୁ ୧୦୦ ଆତଙ୍କବାଦୀଙ୍କୁ କଶ୍ମୀରକୁ ଆଣୁଛି। ସେମାନେ...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ଲଦାଖ ଗସ୍ତ କରିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୬।୮: ଆସନ୍ତା ୨୯ ତାରିଖରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଲଦାଖ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରତିରକ୍ଷା...

ଆଜି ଲାଲୁଙ୍କୁ ଜେରା କରିବ ସିବିଆଇ

ନୂଆଦିଲ୍ଲୀ,୭।୩: ପୂର୍ବ ରେଳ ମନ୍ତ୍ରୀ ତଥା ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କୁ ମଙ୍ଗଳବାର ଜମି ବଦଳରେ ଚାକିରି ଦୁର୍ନୀତି ମାମଲାରେ ସିବିଆଇ ପଚରାଉଚରା କରିବ।...

ନୂଆ ମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୭: ନୂଆ ମନ୍ତ୍ରୀ ଭାବେ ବୁଧବାର ସନ୍ଧ୍ୟାରେ କେନ୍ଦ୍ର କ୍ୟାବିନେଟରେ ସାମିଲ ହୋଇଥିବା ୪୩ ଜଣଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌...

Advertisement
Archives

Model This Week