ତୁର୍କୀରେ ବାରୁଦ କାରଖାନାରେ ବିସ୍ଫୋରଣ: ୫ କର୍ମଚାରୀ ମୃତ…

ଆଙ୍କରା,୧୦।୬ : ଶନିବାର ତୁର୍କୀର ରାଜଧାନୀ ଆଙ୍କରାର ବାରୁଦ କାରଖାନାରେ ବିସ୍ଫୋରଣରେ ୫ ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତୁର୍କୀ ପ୍ରତିରକ୍ଷା ମନ୍ତ୍ରଣାଳୟ ଏକ ବିବୃତ୍ତିରେ ଏହି ସୂଚନା ଦେଇଛି।

ଆଙ୍କରାଠାରୁ ପ୍ରାୟ ୪୦ କିଲୋମିଟର ଦୂରରେ ଥିବା ଏମକେଇ ରକେଟ ଏବଂ ବିସ୍ଫୋରକ କାରଖାନାରେ ଏହି ବିସ୍ଫୋରଣ ଘଟିଛି।

ଆଙ୍କରାରାଜ୍ୟପାଳ ଭାସିପ ସାହିନ ଗଣମାଧ୍ୟମକୁ କହିଛନ୍ତି କାରଖାନାରେ କେହି ଫଶି ରହି ନାହାନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇଛି। ବିସ୍ଫୋରଣ କିଭଳି ଘଟିଲା ଏହାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?