Posted inଜାତୀୟ

ଅକ୍ସିଜେନ୍‌ ପ୍ଲାଣ୍ଟରେ ବିସ୍ଫୋରଣ: ୩ ମୃତ

ଲକ୍ଷ୍ନୌ, ୬।୫: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଚିନହାଟ ଅଞ୍ଚଳରେ ଥିବା ଏକ ଅକ୍ସିଜେନ୍‌ ରିଫିଲିଂ ପ୍ଲାଣ୍ଟରେ ବୁଧବାର ଅପରାହ୍ନରେ ବିସ୍ଫୋରଣ ଘଟି ୩ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। କର୍ମଚାରୀମାନେ ଗୋଟିଏ ସିଲିଣ୍ଡର ରିଫିଲିଂ କରୁଥିବାବେଳେ ଏହା ବିସ୍ଫୋରଣ ହୋଇଥିଲା। ଫଳରେ ସମ୍ପୂର୍ଣ୍ଣ ରିଫିଲିଂ ଷ୍ଟେଶନରେ ନିଆଁ ଲାଗିଯାଇଥିଲା। ସେଠାରେ ସିଲିଣ୍ଡର ରିଫିଲିଂ ପାଇଁ ଧାଡ଼ିରେ ଛିଡ଼ା ହୋଇଥିବା ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯିବା ସହ ଦଳାଚକଟା ହୋଇଥିଲା। ଘଟଣାସ୍ଥଳରେ ଜିଲାପାଳ ଓ ପୋଲିସ କମିଶନର ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରୁଛନ୍ତି। ବିସ୍ଫୋରଣର କାରଣ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୨୦ ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରେ ଭାରତରୁ ୧୫

ନୂଆଦିଲ୍ଲୀ, ୭ା୬: ୨୦୨୨ର ବାୟୁ ପ୍ରଦୂଷଣ ସୂଚକାଙ୍କରେ ଭାରତ ଅଷ୍ଟମ ସ୍ଥାନରେ ରହିଛି। ଏହି ତାଲିକାରେ ଚାଦ୍‌, ଇରାକ, ପାକିସ୍ତାନ, ବାହାରିନ ଏବଂ ବାଂଲାଦେଶ ସର୍ବାଧିକ...

ଘୋଷଣା ହେଲା ବଦ୍ରିନାଥ ଦ୍ୱାର ଖୋଲିବାର ତାରିଖ

ଚାମୋଲି,୨୬।୧: ଉତ୍ତରାଖଣ୍ଡ ଚାମୋଲିରେ ଥିବା ବଦ୍ରିନାଥ ଧାମର ଦ୍ୱାର ଖୋଲିବାର ତାରିଖ ଘୋଷଣା ହୋଇଛି। ଚଳିତ ବର୍ଷ ଏପ୍ରିଲ ୨୭ରେ ସକାଳ ୭ଟା ୧୦ରୁ ଭକ୍ତମାନଙ୍କ...

ଦୁର୍ନୀତି ଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ମୋଦିଙ୍କ କଡ଼ା ପଦକ୍ଷେପ

ନୂଆଦିଲ୍ଲୀ, ୩।୧୦: ଦୁର୍ନୀତି ବିରୋଧରେ ଜିରୋ ଟୋଲରେନ୍ସ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ଚାକିରିରୁ ଅବସର ନେବାର...

ଉପମୁଖ୍ୟମନ୍ତ୍ରୀ ପଦ ମାଗିଲା କଂଗ୍ରେସ

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ର ରାଜନୀତି ପୁଣି ଚର୍ଚ୍ଚାରେ। ଶିବସେନା ନେତା ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ଶନିବାର ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ କହିଛନ୍ତି।...

ଏକାଥରେ ୪ ସନ୍ତାନଙ୍କୁ ଜନ୍ମ ଦେଲେ ୨୪ ବର୍ଷ ବୟସ୍କା ମହିଳା

ନୂଆଦିଲ୍ଲୀ,୯।୨: ଉତ୍ତରଖଣ୍ଡ ଋଷିକେଶରେ ଜଣେ ୨୪ ବର୍ଷ ବୟସ୍କା ମହିଳା ଏକଥରେ ୪ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ଶିଶୁପୁତ୍ର ଏବଂ...

ଯେପର୍ଯ୍ୟନ୍ତ ଭକ୍ତମାନେ ଜୀବିତ ଅଛନ୍ତି, କେହି ‘ଧର୍ମ’କୁ ଚ୍ୟାଲେଞ୍ଜ କରିପାରିବେ ନାହିଁ: ସ୍ମୃତି ଇରାନୀ

ନୂଆଦିଲ୍ଲୀ,୭।୯: ତାମିଲନାଡୁର କ୍ରୀଡ଼ା ମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କ ବିବାଦୀୟ ବିବୃତ୍ତିକୁ ନେଇ ରାନନୈତିକ ବାକ୍‌ଯୁଦ୍ଧ ବନ୍ଦ ହେବାର ନାମ ନେଉନାହିଁ। ସନାତନ ଧର୍ମର ସମାପ୍ତି ପ୍ରସଙ୍ଗରେ...

ନିଜ ମନ୍ତ୍ରୀମାନଙ୍କ ପାଇଁ ୩୩ଟି ଦାମୀ ଗାଡି କିଣିବେ ସିଦ୍ଧରମେୟା ସରକାର

ବେଙ୍ଗାଲୁରୁ,୨।୯: ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, କର୍ନାଟକର ୭୫ ପ୍ରତିଶତ ମରୁଡ଼ି ପରିସ୍ଥିତିର ସମ୍ମୁଖୀନ ହେବା ସହ ରାଜ୍ୟ ଆର୍ଥିକ ସଙ୍କଟ ଦେଇ ଗତି କରୁଛି।...

କରୋନା ସଂକ୍ରମଣ ଭୟ: ନବଜାତକକୁ ସ୍ତନ୍ୟପାନ କରାଇଲେ ହସ୍ପିଟାଲର କାର୍ଯ୍ୟରତ ନର୍ସ!

କୋଲକାତା,୧।୬: ପଶ୍ଚିମବଙ୍ଗର ଆର୍‌ଜି କର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ଜଣେ କାର୍ଯ୍ୟରତ ନର୍ସ। ନିକଟରେ ଜଣେ ମହିଳାଙ୍କର...

Advertisement
Archives

Model This Week