ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣା: ମୃତକଙ୍କ ପରିବାରକୁ ମିଳିବ ୮ ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୦(ବ୍ୟୁରୋ)- ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ମୃତାହତଙ୍କ ପରିବାର ଲୋକଙ୍କୁ ୮ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏ ନେଇ ଗୁରୁବାର ଇଣ୍ଡିଆନ ଅଏଲ କର୍ପୋରେସନ(ଆଇଓସିଏଲ) ପକ୍ଷରୁ ଘୋଷଣା କରାଯାଇଛି। ସେହିପରି ଗୁରୁତର ଆହତଙ୍କୁ ୪ ଓ ଆହତଙ୍କୁ ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବ।
ପ୍ରକାଶ ଯେ, ଗତକାଲି ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଭୟାବହ ବିସ୍ପୋରଣ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?