ବହି ଗୋଦାମରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ବହି

ଜଗତସିଂହପୁର,୨୩।୩: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ ପାଠ୍ୟ ଉପକରଣ ପୋଡ଼ି ପାଉଁଶ ହୋଇଯାଇଛି।

ଅନ୍ୟପକ୍ଷେ ନିଆଁରେ ୩ଜଣ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଜଗତସିଂହପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ବିସ୍ଫୋରଣ ଏତେ ଜୋର ଥିଲା ଯେ, ଗୋଦାମ ଘର କାନ୍ଥ ଫାଟିଯାଇଛି। ହେଲ ବିସ୍ଫୋରଣର କାରଣ ଜଣାପଡି ନାହିଁ। ବାଲିକୁଦା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଦରିଆ ରାମଚଣ୍ଡୀଙ୍କ ବିଗତ ବର୍ଷ ଅପେକ୍ଷା ଆୟ ବଢ଼ିଛି

କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ଦରିଆ ରାମଚଣ୍ଡୀଙ୍କ ଝାମୁଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଝାମୁଯାତ୍ରାରେ ବିଗତ ବର୍ଷ ଅପେକ୍ଷା ଆୟ ବଢ଼ିଛି। ହୁଣ୍ଡି ଦାନବାକ୍ସ ମହାକାଳପଡ଼ା,...

ଛାତ୍ରୀଛାତ୍ରଙ୍କ ଅଜାଣତରେ ଶିକ୍ଷା ଋଣ ଅଭିଯୋଗ

ଭବାନୀପାଟଣା,୩୦୪(ଉତ୍ତମ କୁମାର ଦାଶ): ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ତଫସିଲଭୁକ୍ତ ଜନଜାତି(ଏସ୍‌ଟି) ଛାତ୍ରୀଛାତ୍ରଙ୍କୁ ଉଚ୍ଚଶିକ୍ଷା ପାଇଁ ସରକାର ଆର୍ଥିକ ସହାୟତା ଦେଉଛନ୍ତି। ଏହାଦ୍ବାରା ସେମାନେ ପାଠପଢ଼ା ପ୍ରତି...

ଗଞ୍ଜାମ ହେବ ଯକ୍ଷ୍ମାରୋଗୀ ମୁକ୍ତ, ଅନ୍ୟ ଜିଲା ପାଇଁ ପାଲଟିବ ଉଦାହରଣ

ଭଞ୍ଜନଗର,୩୦ା୪(ବାବୁଲା ପ୍ରଧାନ): ଯକ୍ଷ୍ମା ରୋଗ ଏକ ସଂକ୍ରମଣ ରୋଗ। ଏହା ଜଣକଠାରୁ ଅନ୍ୟ ଜଣକୁ ବ୍ୟାପିଥାଏ। ଶରୀରରେ ରୋଗ ପ୍ରତିରୋଧକ ଶକ୍ତି କମିଲେ ମୁଖ୍ୟତଃ ଏହି...

ଡାହାଣୀ ସନ୍ଦେହରେ ମହିଳାଙ୍କୁୁ ହତ୍ୟା

ବିଶୋଇ(ଅମିତ ଦାସ)/ରାଇରଙ୍ଗପୁର (ମାନସ ମହାନ୍ତି),୩୦।୪ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଜୁଡ଼ିଆ ଗ୍ରାମରେ  ଅପରାହ୍ନ ୩ଟାରେ ଡାହାଣୀ ସନ୍ଦେହକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି।...

Gold prices drop Today: ଅକ୍ଷୟ ତୃତୀୟାରେ କମିଗଲା ସୁନା ଦର! ଜାଣନ୍ତୁ ମେକିଂ ଚାର୍ଜ ଓ GST ମିଶାଇ ଦେବାକୁ ପଡିବ କେତେ ଟଙ୍କା?

ଭୁବନେଶ୍ୱର, ୩୦।୪: ଅକ୍ଷୟ ତୃତୀୟା ଅବସରରେ ଭାରତରେ ସୁନାର ଦରରେ ସାମାନ୍ୟ ହ୍ରାସ ଦେଖାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନାର ମୂଲ୍ୟ ପ୍ରାୟ...

ପୁରୁଷୋତ୍ତମପୁରରେ ଅଖିମୁଠି ଅନୁକୂଳ: ହଳିଆ ଗୀତରେ ପ୍ରକମ୍ପିତ ହେଲା କ୍ଷେତ

ପୁରୁଷୋତ୍ତମପୁର,୩୦ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସ୍ବପ୍ନେଶ୍ବର କୃଷକ ସଂଘ ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିବା ବେଳେ ଚଷା ପୁଅର...

ଆଖିମୁଠି ଅନୁକୂଳ କଲେ କଂଗ୍ରେସ ଜିଲା ସଭାପତି

କେନ୍ଦୁଝର,୩୦।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କୃଷି ଓ କୃଷକର ମହାନ ପର୍ବ ଅକ୍ଷୟ ତୃତୀୟା ସାରା ଦେଶରେ ମହା ଆଡମ୍ବର ସହକାରେ ଚାଷୀମାନେ ପାଳନ କରୁଛନ୍ତି। କେନ୍ଦୁଝର...

ଏହି ମୁସ୍‌ଲିମ ଦେଶରେ ଛାଡ଼ପତ୍ର ପରେ ଖୁସି ମନାନ୍ତି ମହିଳା, ରହିଛି ନିଜସ୍ବ ବଜାର

ବିଶ୍ୱରେ ଏପରି ଅନେକ ଦେଶ ଅଛି, ଯେଉଁଠାରେ ଘଟୁଥିବା ଅନନ୍ୟ ଘଟଣା ପାଇଁ ଜଣାଶୁଣା। ଏପରି କିଛି କଥା ଏହି ଦେଶ ବିଷୟରେ ଜାଣି ଲୋକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri