ନୂଆଦିଲ୍ଲୀ,୨୯।୧: ନୂଆଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତବାସ ନିକଟରେ ଶୁକ୍ରବାର ଏକ ଆଇଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ କିଛି କାର କ୍ଷତିଗ୍ରସ୍ତ ହୋଇଛି। ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ବିସ୍ଫୋରଣ ଛୋଟ ଧରଣର ଥିଲା ବୋଲି ପୋଲିସ ପକ୍ଷରୁ କୁହାଯାଇଛି।
ନୂଆଦିଲ୍ଲୀ,୨୯।୧: ନୂଆଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତବାସ ନିକଟରେ ଶୁକ୍ରବାର ଏକ ଆଇଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ କିଛି କାର କ୍ଷତିଗ୍ରସ୍ତ ହୋଇଛି। ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ବିସ୍ଫୋରଣ ଛୋଟ ଧରଣର ଥିଲା ବୋଲି ପୋଲିସ ପକ୍ଷରୁ କୁହାଯାଇଛି।
ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…
ଓ୍ବାଶିଂଟନ୍,୮।୪: ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…