
ନୂଆଦିଲ୍ଲୀ,୨୯।୧: ନୂଆଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତବାସ ନିକଟରେ ଶୁକ୍ରବାର ଏକ ଆଇଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ କିଛି କାର କ୍ଷତିଗ୍ରସ୍ତ ହୋଇଛି। ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ବିସ୍ଫୋରଣ ଛୋଟ ଧରଣର ଥିଲା ବୋଲି ପୋଲିସ ପକ୍ଷରୁ କୁହାଯାଇଛି।
ନୂଆଦିଲ୍ଲୀ,୨୯।୧: ନୂଆଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତବାସ ନିକଟରେ ଶୁକ୍ରବାର ଏକ ଆଇଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ କିଛି କାର କ୍ଷତିଗ୍ରସ୍ତ ହୋଇଛି। ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ବିସ୍ଫୋରଣ ଛୋଟ ଧରଣର ଥିଲା ବୋଲି ପୋଲିସ ପକ୍ଷରୁ କୁହାଯାଇଛି।
ନୂଆଦିଲ୍ଲୀ, ୯ା୬: ଉତ୍ତରପ୍ରଦେଶ ଜ୍ଞାନବାପି ମସ୍ଜିଦ୍ରେ ଭିଡିଓଗ୍ରାଫି ସର୍ଭେ ପାଇଁ ରାୟ ଦେଇଥିବା ବାରାଣସୀ କୋର୍ଟ ଜଜ୍ ରବି କୁମାର ଦିବାକରଙ୍କୁ ହତ୍ୟା ଧମକ ମିଳିଛି।...
ତାମିଲନାଡୁ,୧୦।୧୧: ତାମିଲନାଡୁର ମଦୁରାଇ ଜିଲାର ଭାଡାକମ୍ପଟ୍ଟୀ ନିକଟରେ ଥିବା ବାଣ କାରଖାନାରେ ଗୁରୁବାର ବିସ୍ଫୋରଣ ଘଟିଛି। ଏହି ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ...
କାଶୀ,୧୪।୧୨: କାଶୀ ଗସ୍ତର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସ୍ବର୍ବେଦ ମହାମନ୍ଦିରରେ ପହଞ୍ଚିଛନ୍ତି। ଏଠାରେ ସେ ସଦଗୁରୁ ସଦାଫଲଦେବଙ୍କ ପ୍ରତିମୂର୍ତ୍ତିକୁ ଫୁଲ ଅର୍ପଣ...
ରାଏବରେଲୀ,୧୩।୧୧: ସାଧାରଣତଃ ପ୍ରାୟ ସମୟରେ ଶିକ୍ଷକଙ୍କ ଦ୍ୱାରା ଛାତ୍ରୀଛାତ୍ର ନିର୍ଯାତନାର ଶିକାର ହୋଇଥିବା ଭିଡିଓ ଭାଇରାଲ ହୋଇଥାଏ। କିନ୍ତୁ ଉତ୍ତରପ୍ରଦେଶ ରାଏବରେଲୀରେ ଏହାର ଓଲଟା ଦୃଶ୍ୟ...
ନୂଆଦିଲ୍ଲୀ,୧।୫: ରେସଲିଂ ଫେଡେରେଶନ ଅଫ ଇଣ୍ଡିଆ (ଡବ୍ଲୁଏଫ୍ଆଇ)ର ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ମହିଳା କୁସ୍ତିଯୋଦ୍ଧାମାନେ ନିର୍ଯ୍ୟାତନା ଅଭିଯୋଗ ଆଣିଛନ୍ତି। ଏହି ସମୟରେ...
ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଜାରି ରହିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଇତିମଧ୍ୟରେ ୧୪, ୩୭୮ରେ ପହଞ୍ଚିଛି। ସଂକ୍ରମିତଙ୍କ...
ନୂଆଦିଲ୍ଲୀ,୨୧।୧୦(ପି.ଟି.):୨୦୨୧ରେ ଅତ୍ୟଧିକ ଉତ୍ତାପ ଯୋଗୁ ଭାରତ ଆୟରେ ୧୫୯ ବିଲିୟନ ଡଲାର କ୍ଷତି ସହିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଏହା ଜିଡିପିର ୫.୪ ପ୍ରତିଶତ। ଅତ୍ୟଧିକ...
ପୁଣେ,୪।୨: ମହାରାଷ୍ଟ୍ରର ପୁଣେର ୟେରୱାଡା ଶାସ୍ତ୍ରୀ ନାଗର ଅଞ୍ଚଳରେ ଏକ ନିର୍ମାଣାଧୀନ କୋଠା ଭୁଶୁଡି ପଡିଛି। ପୁଣେ ଫାୟାର ବ୍ରିଗେଡ କହିଛି ଯେ ଏହି ଦୁର୍ଘଟଣାରେ...