Posted inଜାତୀୟ

ଜିଲା ଅଦାଲତରେ ବିସ୍ଫୋରଣ, ୨ ମୃତ, ୫ରୁ ଅଧିକ ଆହତ…

ଲୁଧିୟାନା, ୨୩।୧୨: ପଞ୍ଜାବର ଲୁଧିୟାନା ଜିଲା ଅଦାଲତରେ ଗୁରୁବାର ବିସ୍ଫୋରଣ ଘଟିଛି। ଅଦାଲତର ଦ୍ୱିତୀୟ ମହଲାରେ ବିସ୍ଫୋରଣ ଘଟିବାରୁ ଲୋକେ ଭୟରେ ଦୌଡ଼ାଦୌଡ଼ି ଆରମ୍ଭ କରିଥିଲେ। ଫଳରେ ଦଳାଚକଟା ଯୋଗୁ ୨ ଜଣଙ୍କ ମୃତ୍ୟୁ ଘଟିବା ସହିତ ୫ରୁ ଅଧିକ ଜଣ ଆହତ ହୋଇଥିବା କୁହାଯାଉଛି।

ପ୍ରଚଣ୍ଡ ବିସ୍ଫୋରଣ ଘଟିଥିବା ଏଠାରେ ଥିବା ଲୋକେ କହିଛନ୍ତି। ଆଖପାଖର କୋଠା ଏହାଯୋଗୁ ଥରି ଉଠିଥିଲା। ବିସ୍ପୋରଣ ମଧ୍ୟାହ୍ନ ୧୨ଟା ୨୦ ସମୟରେ ହୋଇଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଖବର ପାଇ ୬ ମହଲା ବିଶିଷ୍ଟ ଜିଲା କୋର୍ଟ ପରିସରରେ ପୋଲିସ ଟିମ୍‌ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri