ପାକିସ୍ତାନ ପ୍ରଧାନମନ୍ତ୍ରୀ ସେହବାଜ ସରିଫଙ୍କ ଘର ପାଖରେ ବିସ୍ଫୋରଣ

ଇସଲାମାବାଦ,୮।୫: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ପ୍ରଧାନମନ୍ତ୍ରୀ ସେହବାଜ ସରିଫଙ୍କ ବାସଭବନ ନିକଟରେ ଏକ ଶକ୍ତିଶାଳୀ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି, ଯାହା ସାରା ଦେଶରେ ଉତ୍ତେଜନା ସୃଷ୍ଟି କରିଛି। ଏହି ଘଟଣା ଭାରତ-ପାକିସ୍ତାନ ମଧ୍ୟରେ ଚାଲିଥିବା ସାମରିକ ଉତ୍ତେଜନା ଏବଂ ଭାରତୀୟ ସେନାର ‘ଅପରେସନ ସିନ୍ଦୂର’ ପରେ ଘଟିଛି, ଯେଉଁଥିରେ ପାକିସ୍ତାନ ଏବଂ ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ)ରେ ୯ଟି ଆତଙ୍କବାଦୀ ଶିବିରକୁ ନିଶାନା କରାଯାଇଥିଲା।

ସୂଚନା ଅନୁସାରେ, ବିସ୍ଫୋରଣଟି ପ୍ରଧାନମନ୍ତ୍ରୀ ସରିଫଙ୍କ ବାସଭବନଠାରୁ ପ୍ରାୟ ୨୦ କିଲୋମିଟର ଦୂରରେ ଘଟିଥିବା ଅନୁମାନ କରାଯାଉଛି। ପାକିସ୍ତାନ ସରକାର ବା ସେନା ପକ୍ଷରୁ ଏ ସମ୍ପର୍କରେ କୌଣସି ଆଧିକାରିକ ବିବୃତି ଜାରି କରାଯାଇନାହିଁ।

ବିସ୍ଫୋରଣ ଖବର ପ୍ରକାଶ ପାଇବା ପରେ ପାକିସ୍ତାନରେ ଲକଡାଉନ ଲାଗୁ କରାଯାଇଛି ଏବଂ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସେହବାଜ ସରିଫ ଏହି ଆକ୍ରମଣକୁ “ଅନ୍ତର୍ଜାତୀୟ ଆଇନର ଉଲ୍ଲଙ୍ଘନ” ବୋଲି ଦାବି କରି ଦେଶବାସୀଙ୍କୁ ଏକତା ରକ୍ଷା କରିବା ଏବଂ ସେନାକୁ ସମର୍ଥନ କରିବାକୁ ଆହ୍ୱାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ଚମକାଇ ଦେଲା ୫୩ ବର୍ଷିୟ ନ୍ୟୁରୋସର୍ଜନଙ୍କ ଅସମୟ ମୃତ୍ୟୁ, ୩ ଦିନ ପୂର୍ବରୁ କରିଥିଲେ ECG, ନର୍ମାଲ ରିପୋର୍ଟ ପରେ ହାର୍ଟ ଆଟାକରେ ହେଲା…

ନାଗପୁର,୧।୧: ନାଗପୁରର ଜଣେ ପ୍ରସିଦ୍ଧ ନ୍ୟୁରୋସର୍ଜନ ଡକ୍ଟର ଚନ୍ଦ୍ରଶେଖର ପାଖମୋଡେ ଡିସେମ୍ବର ୩୧ ତାରିଖ ସକାଳେ ୫୩ ବର୍ଷ ବୟସରେ ହୃଦଘାତରେ ମୃତ୍ୟୁବରଣ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri