ଚେତାବନୀର କିଛି ଘଣ୍ଟା ପରେ ବଡ଼ ଧରଣର ବିସ୍ଫୋରଣ

ଓ୍ବାଶିଂଟନ,୨୬।୮: ଆଫଗାନିସ୍ତାନର କାବୁଲ ବିମାନ ବନ୍ଦର ବାହାରେ ଗୁରୁବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଥିବା ଆମେରିକୀୟ ସେନା ପକ୍ଷରୁ କୁହାଯାଇଛି। କାବୁଲ ବିମାନ ବନ୍ଦର ବାହାରେ ବିସ୍ଫୋରଣ ଘଟିଥିବା ଆମେ ସ୍ପଷ୍ଟ କରୁଛୁ। ଏଥିରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁରୁତରଙ୍କ ସଂଖ୍ୟା ଅଧିକ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ପେଣ୍ଟାଗନ ପ୍ରବକ୍ତା ଜନ କିର୍ବି କହିଛନ୍ତି।

ଗତ ୧୨ ଦିନ ହେଲା ବିଭିନ୍ନ ଦେଶ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ବିମାନ ବନ୍ଦରର ମୁଖ୍ୟ ଆବେ ଫାଟକରେ ବିସ୍ଫୋରଣ ଘଟିଛି। ତେବେ ବିସ୍ଫୋରଣର କିଛି ଘଣ୍ଟା ପୂର୍ବରୁ ଆମେରିକା ସମେତ ବିଭିନ୍ନ ପାଶ୍ଚାତ୍ୟ ଦେଶ ସେମାନଙ୍କ ନାଗରିକଙ୍କ ଲାଗି ଏକ ଚେତାବନୀ ଜାରି କରିଥିଲେ। ବିମାନ ବନ୍ଦର ନିକଟରେ ଆତ୍ମଘାତି ବିସ୍ଫୋରଣ ହୋଇପାରେ ବିଭିନ୍ନ ଦେଶର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ତୁରନ୍ତ ବିମାନ ବନ୍ଦରଠାରୁ ଦୂରକୁ ଚାଲି ଯିବାକୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଆମେରିକାକୁ କଡ଼ା ଚେତାବନୀ ଦେଲା ଇରାନ, ତେଲ ଅଭିଭର…

ତେହରାନ୍‌,୧।୭: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ସର୍ବୋଚ୍ଚ ନେତାଙ୍କ ସମ୍ପର୍କରେ ଇସ୍ରାଏଲର ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛନ୍ତି । ଆମେରିକାକୁ “ତେଲ ଅଭିଭରେ ପାଳିତ ପଶୁ”…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ…

ଚାଇନାର କୃତିମ ସୂର୍ଯ୍ୟ! ବିଶ୍ୱର ସବୁଠାରୁ ବଡ଼ ଚୁମ୍ୱକ ଦେଖି ସମସ୍ତେ ତାଜୁବ

ନୂଆଦିଲ୍ଲୀ,୧।୭: ଚୀନ୍ ନିଜର ‘କମ୍ପ୍ରିହେନ୍‌ସିଭ୍ ରିସର୍ଚ୍ଚ ଫାସିଲିଟି ଫର୍ ଫ୍ୟୁଜନ୍ ଟେକ୍ନୋଲୋଜି’ (CRAFT) ପାଇଁ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ମ୍ୟାଗ୍ନେଟ୍ (ଚୁମ୍ବକ) ପ୍ରସ୍ତୁତ କରିଛି ଏବଂ ଏହାର…

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri