Posted inଜାତୀୟ

ତୈଳ ବିଶୋଧନାଗାରରେ ବିସ୍ଫୋରଣ

ପାଟନା,୧୬।୯: ବିହାର ବେଗୁସରାଇ ଜିଲା ଅଧୀନ ବରାଉଣୀ ତୈଳ ବିଶୋଧନାଗାରରେ ଗୁରୁବାର ବିସ୍ଫୋରଣ ଘଟି ୧୫ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଅଧିକାରୀ ଜଣକ ସୂଚନା ଦେଇଛନ୍ତି।

ଆହତମାନଙ୍କୁ ବରାଉଣୀ ବିଶୋଧନାଗାର ହସ୍ପିଟାଲ ଏବଂ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରିଫାଇନାରିର ଗୋଟିଏ ସେକ୍ସନ ମାସେ ହେଲା ବନ୍ଦ ଥିଲା। ମଙ୍ଗଳବାର ତାହା କାର୍ଯ୍ୟକ୍ଷମ ହୋଇ ଦୁଇଦିନ ଠିକ୍‌ଠାକ୍‌ ଚାଲିବା ପରେ ଗୁରୁବାର ମଧ୍ୟାହ୍ନରେ ବିସ୍ଫୋରଣ ଘଟିଥିଲା ବୋଲି ରିଫାଇନାରିର ବରିଷ୍ଠ ଅଧିକାରୀ ଇ.ଡି. ଶୁକ୍ଳା କହିଛନ୍ତି। ଉକ୍ତ ସେକ୍ସନର ଉତ୍ପାଦନ ବନ୍ଦ କରିଦିଆଯିବା ସହ ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

୨୨ ଅଗଷ୍ଟରୁ ସକ୍ରିୟ ହେବ ବୁଧ-କେତୁଙ୍କ ‘ଜଡତ୍ୱ ଯୋଗ’: ଏହି ୪ ରାଶି ଉପରେ ପଡ଼ିବ ନକାରାତ୍ମକ ପ୍ରଭାବ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ବା ‘ଗୋଚର’କୁ ବେଶ ଗୁରୁତ୍ୱ ଦିଆଯାଏ। ଗ୍ରହମାନଙ୍କ ସ୍ଥିତିରେ ପରିବର୍ତ୍ତନ ହେଲେ ଏହାର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ ବୋଲି…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri