ବାଣ ଭିଡ଼ିବାବେଳେ ବିସ୍ଫୋରଣ: ଉଡ଼ିଗଲା ଘର ଛାତ

ଯାଜପୁର,୬।୪: ଯାଜପୁର ଜିଲା ବାସୁଦେବପୁର ପଞ୍ଚାୟତ ଜାଲପୁର ଗାଁରେ ଗୁରୁବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବାଣଭିଡ଼ିବା ବେଳେ ହଠାତ୍‌ ବିସ୍ଫୋରଣ ଘଟି ଜଣଙ୍କ ଘର ଛାତ ଉଡିଯାଇଛି। ବିସ୍ଫୋରଣରେ ବାଣ ତିଆରି କରୁଥିବା ୪ଜଣ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ୧୦୮ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଗତ ମଙ୍ଗଳବାର ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତ ଦେଉଳି ବଡସାହିରେ ଏକ ଭୟଙ୍କର ବାଣ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ ଦମ୍ପତ୍ତି ଗୁରୁତର ଆହତ ହୋଇଥିଲେ। ଦମ୍ପତ୍ତି ଘରେ ବାଣ ଭିଡୁଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ, ଅଶୋକଙ୍କ ଦୁଇ ବଖରା ଆଜବେଷ୍ଟସ୍‌ ଉଡ଼ି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?