ନିଜ ଦଳର ଗୁମର ଖୋଲିଲେ ବଦ୍ରି: ଅନ୍ୟଦଳର ନେତାଙ୍କୁ ଆଣି…

ଭୁବନେଶ୍ୱର,୪।୧୨: କେନ୍ଦୁଝର ଜିଲା ଘସିପୁରା ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବଦ୍ରି ପାତ୍ର ବୁଧବାର ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ବିଧାୟକ ନିଜ ଦଳ ଉପରେ ବର୍ଷିଛନ୍ତି। ନେତା ଧାର ଆଣି ବିଜେଡି ଭୁଲ କରିଛି ବୋଲି ସେ କହିଛନ୍ତି।

ମଙ୍ଗଳବାର ବିଜେଡିର ବରିଷ୍ଠ ନେତା ପାତ୍ର ପାନୀୟ ଜଳ ପ୍ରକଳ୍ପ କାମ ପୂରା ନ କରିବାରୁ ବିଜେଡି ହାରିଲା ବୋଲି ବିଧାନସଭାରେ କହିଥିଲେ। ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ଆଗରେ ଏପରି ବୟାନ ଦେଇଥିଲେ ବଦ୍ରି।

ସେ କହିଥିଲେ, ପାନୀୟ ଜଳ ପ୍ରକଳ୍ପ କାମ ପୂରା ନ କରିବାରୁ ୨୦୨୪ ନିର୍ବାଚନରେ ବିଜେଡି ହାରିଛି। ପାନୀୟଜଳ କଷ୍ଟ ଜନସାଧାରଣଙ୍କ ଆକ୍ରୋଶରେ ପରିଣତ ହେଲା। ଯେଉଁମାନେ କମ୍‌ ଭୋଟରେ ହାରିଛନ୍ତି, ନିର୍ବାଚନ ପୂର୍ବରୁ ପାନୀୟ ଜଳ ପ୍ରକଳ୍ପ ନ ସରିବା ଏହାର ମୁଖ୍ୟ କାରଣ। ଚଳିତ ନିର୍ବାଚନରେ ନିଜେ ଏହା ଅନୁଭବ କରିଥିବା ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚକା ଫାଟି ଓଭର ବ୍ରିଜ ତଳକୁ ଖସିଲା କାର: ଜଣେ ମୃତ, ୩ ଗୁରୁତର

ନିରାକାରପୁର,୧୯।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଚକା ଫାଟିଯିବାରୁ କାରଟି ଭାରସାମ୍ୟ ହରାଇ ଓଭରବ୍ରିଜ ତଳକୁ ଖସି ପଡିଛି। ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ...

ଜୟନ୍ତୀରେ ବି ମନେ ପଡ଼ିଲେ ନି ବହ୍ନିକନ୍ୟା: ଧୂଳିମୟ ପ୍ରତିମୂର୍ତ୍ତି

ବରଗଡ଼,୧୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅନେକ ମହାପୁରୁଷ, ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତି ରହିଛି। କିନ୍ତୁ ପ୍ରତିମୂର୍ତ୍ତିଗୁଡ଼ିକର ଯତ୍ନ କିମ୍ବା ରକ୍ଷଣାବେକ୍ଷଣ ଠିକ୍‌ଭାବେ କରାଯାଉ ନାହିଁ। ରବିବାର ସ୍ବାଧୀନତା...

ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ଏସ୍‌ପି ଅଫିସରେ ଆଇଜି ହିମାଂଶୁ ଲାଲ କଲେ ସମୀକ୍ଷା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣାକୁ ୭ ଦିନ ବିତିଯାଇ ଥିଲେ ମଧ୍ୟ ପୋଲିସ...

ଟ୍ରକ ଚକା ତଳେ ପଡ଼ି ଚାଲିଗଲା ବାଇକ୍‌ ଚାଳକଙ୍କ ଜୀବନ

ପଟ୍ଟାଙ୍ଗି,୧୯।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନ ୨୬ ନଂ ଜାତୀୟ ରାଜପଥ ରାଲେଗଡ଼ା ପଞ୍ଚାୟତ ବୋଡାପାଡୁ ଛକରେ ରବିବାର ଟ୍ରକ ଚକା...

ବଦଳିବ କଳାହାଣ୍ଡି ଆଇନ ମହାବିଦ୍ୟାଳୟର ରୂପରେଖ

ଭବାନୀପାଟଣା,୧୯ା୧ (ଉତ୍ତମ କୁମାର ଦାଶ): କଳାହାଣ୍ଡିର ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ମାନ୍ୟତା ପାଇଥିବା ତଥା ଜିଲାରେ ଶତାଧିକ ଆଇନଜୀବୀ, ବିଚାରପତି ତିଆରି କରିଥିବା କଳାହାଣ୍ଡି ଆଇନ...

ସ୍ତ୍ରୀଙ୍କୁ ନିର୍ଯାତନା: ସ୍ବାମୀଙ୍କ ବିରୋଧରେ ଥାନାର ଦ୍ୱାରସ୍ଥ ହେଲେ ମହିଳା

ଦିଗପହଣ୍ଡି,୧୯ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଏମ୍‌.ଲିଲି ପାତ୍ରଙ୍କୁ ତାଙ୍କ ସ୍ବାମୀ ଏମ୍‌.ଅଶୋକ ପାତ୍ର ନିସ୍ତୁକ ମାଡ଼ ମାରିବା ସହ...

ଧରାପଡ଼ିଲେ ୬ ମାଓବାଦୀ: ହିଂସାକାଣ୍ଡ ପାଇଁ ଯୋଗାଉଥିଲେ ବିସ୍ଫୋରକ

ମାଲକାନଗିରି,୧୯ା୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ସୁକ୍‌ମା ଜିଲା ପୋଲିସ ୨ ପୁରସ୍କାର ଘୋଷିତ ମାଓବାଦୀଙ୍କ ସହ ୩ ଜଣଙ୍କୁ ଗିରଫ କରିଛି। ମାଓବାଦୀଙ୍କ ଉପସ୍ଥିତି ସମ୍ବନ୍ଧରେ ସୂଚନା...

ମାଟି ଖୋଲିଲେ ବିଡିଓ, ବୋହିଲେ ମହିଳା ସରପଞ୍ଚ

କୁଚିଣ୍ଡା,୧୯ା୧(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ ଅଞ୍ଚଳରେ ଏମ୍‌ଜିଏନ୍‌ଆରଇଜିଏସ୍‌ରେ ବିଭିନ୍ନ ପ୍ରକଳ୍ପ କାମ ହେଉଛି। କୁଚିଣ୍ଡା ବ୍ଲକ ଖଣ୍ଡୋକଟା ପଞ୍ଚାୟତର ଜୁନାନୀ ଗ୍ରାମର ଚାଷଜମିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri